ଆଜି ରାଜ୍ୟ କ୍ୟାବିନେଟ: ଆସିପାରେ ୪ରୁ ଅଧିକ ପ୍ରସ୍ତାବ

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟ କ୍ୟାବିନେଟ୍‌ ବୈଠକ ବୁଧବାର ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ ୫ଟାରେ ଅନୁଷ୍ଠିତ ହେବାକୁଥିବା ଏହି କ୍ୟାବିନେଟ୍‌ରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ସୂତ୍ରରୁ ମିଳିଥିବା ତଥ୍ୟ ଅନୁଯାୟୀ, ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗ, ସାଧାରଣ ପ୍ରଶାସନ ବିଭାଗ ଭଳିି ୪ଟି ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ଦିଆଯିବାକୁ ରହିଛି।
ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାର ୨୦୩୬ ସୁଦ୍ଧା ଓଡ଼ିଶାର ବିକାଶକୁ ଶୀର୍ଷରେ ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖିଛନ୍ତି। ତାକୁ ନେଇ ରାଜ୍ୟ ସରକାର ଗତ ୧୪ ମାସ ମଧ୍ୟରେ ୧୧ଟି ନୂତନ ଯୋଜନା କାର୍ଯ୍ୟକାରୀ କରିଛନ୍ତି, ଯେଉଁଥିରେ ‘ସୁଭଦ୍ରା’ଠାରୁ ଆରମ୍ଭ କରି ବାର୍ଦ୍ଧକ୍ୟ ଭତ୍ତା ପରିମାଣ ୩,୫୦୦ଟଙ୍କା(୮୦ ବର୍ଷରୁ ଊର୍ଦ୍ଧ୍ୱ)କୁ ବୃଦ୍ଧି କରିବା ଭଳି ଲୋକାଭିମୁଖୀ ଯୋଜନା ରହିଛି। ତେବେ ବୁଧବାର ଅନୁଷ୍ଠିତ ହେବାକୁଥିବା କ୍ୟାବିନେଟ୍‌ ବୈଠକରେ ରାଜ୍ୟ ସରକାର କେଉଁସବୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ଦେବେ ତାହା ଉପରେ ରହିଛି ରାଜ୍ୟବାସୀଙ୍କ ନଜର।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 17 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 34 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 28 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 39 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 39 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 30 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ