ହାଇ ଆଲର୍ଡରେ ଅଫିସର. ବିଧାନସଭା ଅଧିବେଶନରେ ପ୍ରତ୍ୟେକ ପ୍ରଶ୍ନର ଠିକ୍ ଉତ୍ତର ଦେବେ ସରକାର

Spread the love

ଜେଏମଜେ ନ୍ୟୁଜ : ହାଇ ଆଲର୍ଡରେ ଅଫିସର. ବିଧାନସଭା ଅଧିବେଶନରେ ପ୍ରତ୍ୟେକ ପ୍ରଶ୍ନର ଠିକ୍ ଉତ୍ତର ଦେବେ ସରକାର… ଆସନ୍ତା
ସେପ୍ଟେମ୍ବର ୧୮ରୁ ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବ ।ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି । ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ।
ବିଧାନସଭାରେ ଉତଥାପନ ପ୍ରସଙ୍ଗର ସମସ୍ତ ଉତ୍ତର ଠିକ ଭାବେ ଦିଆଯିବ । ଏ ନେଇ ବ୍ୟକ୍ତିଗତ ଧ୍ୟାନ ଦେବାକୁ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି ବିଭାଗୀୟ ସଚିବ ବିଦେଶ ଯାତ୍ରାରୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶରେ କୁହାଯାଇଛି । ରାଜ୍ୟ ବାହାରକୁ ଗସ୍ତ ଯଥାସମ୍ଭବ ସୀମିତ କରିବାକୁ କୁହାଯାଇଛି ।
ସ୍ଥିର କରାଯାଇଥିବା ଗସ୍ତ କାର୍ଯ୍ୟକ୍ରମ ଘୁଞ୍ଚାଇବାକୁ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି । ତଥ୍ୟ ଯୋଗାଇବା କ୍ଷେତ୍ରରେ କର୍ମଚାରୀ ମାନେ ସଦର ମହକୁମାରେ ରହିବାକୁ କୁହାଯାଇଛି।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 14 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ