ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ

Spread the love

ଜେଏମଜେ ବ୍ୟୁରୋ : ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ । ବ୍ୟବସ୍ଥାକୁ ସରଳିକରଣ କରି ଏଆଇ ଉପଯୋଗ କରି ବ୍ୟବସ୍ଥିତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ପୁଞ୍ଜିପତି ଘର ନେଇଥିଲେ ହେବ କାର୍ଯ୍ୟାନୁଷ୍ଠାନ । ଆବାସ କିମ୍ବା ଅନ୍ତୋଦ୍ୟାୟ ଯୋଜନାରେ ଘର ନେଇଥିଲେ ମଧ୍ୟ ଆକ୍ସନ ହେବ ।

ମନ୍ତ୍ରୀ କହିଛନ୍ତି, ଘର ପାଇ ତିଆରି ନକରିବା ନଜିର ବହୁତ କମ ରହିଛି । ଏଥିପାଇଁ ବିଭାଗ ପୂରା ଦୃଷ୍ଟି ରଖିଛି । କାଁ ଭାଁ କେଉଁଠି ଥାଇପାରେ, କିନ୍ତୁ ଘର ସମୟରେ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । 

ସୂଚନା ଥାଉକି, ବ୍ୟବସ୍ଥାକୁ ସରଳିକରଣ କରି AI ଉପଯୋଗ କରି ବ୍ୟବସ୍ଥିତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ପୁଞ୍ଜିପତି ଘର ନେଇଥିଲେ ହେବ କାର୍ଯ୍ୟନୁଷ୍ଠାନ । ଆବାସ କିମ୍ଭା ଅନ୍ତୋଦ୍ୟାୟ ଯୋଜନାରେ ଘର ନେଇଥିଲେ ହେବ ଆକ୍ସନ । ସରକାର ଏଥିପାଇଁ ପୁରା ଦୃଷ୍ଟି ରଖିଛି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 16 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ