ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକଙ୍କ ବିସ୍ଫୋରଣ, କହିଲେ, ଦଳ ଠିକ୍ ନଚାଲିଲେ ଛାଡ଼ିବି.

Spread the love

ଜେଏମଜେ ବ୍ୟୁରୋ : ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକଙ୍କ ବିସ୍ଫୋରଣ । ଦୀର୍ଘଦିନ ପରେ ମୁଁହ ଖୋଲିଛନ୍ତି, ପ୍ରଫୁଲ୍ଲ ମଲ୍ଲିକ । କହିଛନ୍ତି, ଏବେ ବିଜେଡ଼ିରେ ଅଛି । କିନ୍ତୁ କୌଣସି ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଉନାହାନ୍ତି । ଆଗକୁ ଯଦି ଦଳ ଠିକ ନଚାଲେ ଦଳଠୁ ଦୂରେଇ ଯିବେ । ବିଜେଡି ସଠିକ ଭାବେ ବିରୋଧୀ ଦଳର ଭୂମିକା ନିର୍ବାହ କରୁନି। ପୂର୍ବ ବିଚାର ଧାରାରେ ଦଳ ନାହିଁ । ଦଳକୁ ସଙ୍ଗଠିତ କରିବାକୁ କିଛି ପରାମର୍ଶ ଦେଇଥିଲେ । ପିଏସି ଶୃଙ୍ଖଳା କମିଟି ଭଳି ଦୁଇଟି ନିଷ୍ପତି ଗ୍ରହଣ କରାଯାଇଛି । ଅନ୍ୟ ପ୍ରସ୍ତାବ ଗୁଡ଼ିକୁ ଗ୍ରହଣ କରାଯାଇନି । ତାଙ୍କ ସହ କେହି ଆଲୋଚନା କରିନାହାଁନ୍ତି କି ସେ କାହାକୁ ଭେଟିନାହାନ୍ତି । ବର୍ତ୍ତମାନ ନୂଆ ବିଜେଡି ଗଠନର ସମୟ ନୁହେଁ । ପୁରୁଣା ବିଜେଡ଼ିକୁ ସଠିକ ଭାବେ ଚଳାଇବାକୁ ପଡିବ ବୋଲି କହିଛନ୍ତି ପ୍ରଫୁଲ୍ଲ ମଲ୍ଲିକ ।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026