ମଦ ଚଢ଼ାଉ ବେଳେ ଅବକାରୀ ଅଧିକାରୀଙ୍କୁ ଧମକ ଦେବା ଅଭିଯୋଗ ରେ 2 ଅଟକ, ଜଣେ ଫେରାର.

Spread the love

ବ୍ରହ୍ମପୁର 🙁 ଜେଏମଜେ ନ୍ୟୁଜ )ମଦ ବେପାରୀଙ୍କ ଦାଦାଗିରି। ଅବକାରୀ ବିଭାଗ ମଦ ଧରିବାରୁ ହଙ୍ଗାମା କଲେ ମଦ ବେପାରୀ ନାରାୟଣ ସାହୁ। ଆଙ୍କୁଲି ଓଭର ବ୍ରିଜ ତଳେ ଥିବା ଅବକାରୀ (ସଦର) କାର୍ଯ୍ୟାଳୟରେ ଧସେଇ ପଶି ଅଧିକାରୀଙ୍କୁ ଧମକ ଦେଇଥିବା ଅଭିଯୋଗ। ଜବତ ହୋଇଥିବା ଚୋରା ମଦ ଛାଡ଼ିବାକୁ କହିଲେ। ଅଧିକାରୀ ମଦ ନଛାଡ଼ିବାରୁ ଗାଳିଗୁଲଜ କରିବା ସହ ହତ୍ୟା ଧମକ ଦେଇଥିବା ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ନାରାୟଣଙ୍କ ଭାଇ ତୋଫାନ ଓ ପୁତୁରାକୁ ପୁଲିସ ଗିରଫ କରିଥିବା ବେଳେ ନାରାୟଣ ଫେରାର ଅଛନ୍ତି।ସରକାରୀ ଅଫିସ ଭିତରେ ପଶି ଗାଳି ଗୁଲଜ ସହ ଅଧିକାରୀଙ୍କୁ ଧମକ ଦେଇଥିବାରୁ ବ୍ରହ୍ମପୁର ଏସପି ଘଟଣାକୁ ଗୁରୁତ୍ବ ସହ ନେଇଛନ୍ତି। ଖୁବଶୀଘ୍ର ନାରାୟଣ ସାହୁ ଗିରଫ ହେବେ ବୋଲି ସୂଚନା ଦେଲେ ବ୍ରହ୍ମପୁର SP.

ବ୍ରହ୍ମପୁର ରୁ ବିଭୁତି ଶତପଥୀ ଙ୍କ ରିପୋର୍ଟ

  • jmjnewso

    Related Posts

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    Spread the love

    Spread the love ଜେଏମଜେ ବ୍ୟୁରୋ :ମଣିପୁରର ଜିରିବାମ ଜିଲ୍ଲାର ଲେଇସଙ୍ଗ କୁକି ଗାଁରେ ଏକ ପୁଣି ହିଂସାକାଣ୍ଡ ଘଟିଛି । ଦୁଇଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି ଏବଂ ଏକାଧିକ ଫାର୍ମହାଉସ୍‌କୁ ନିଆଁ ଲଗାଇ ପୋଡ଼ି ଦିଆଯାଇଛି…

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : (ତପେନ୍ଦ୍ର ଡାକୁଆ ):ବ୍ରହ୍ମପୁରର ପୂର୍ବତନ ମେୟର ପିଣ୍ଟୁ ଦାଶଙ୍କ ଭାଇ ପିଙ୍କୁ ଦାଶ ଓ ବୁଡୁ ମହାନ୍ତିଙ୍କ ସମେତ ୪ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ଗୋଟିଏ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 41 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ