ଅର୍ଚ୍ଚନା ନାଗ୍‌ଙ୍କ ଘରେ ED

Spread the love


ଜେଏମଜେ ବ୍ୟୁରୋ : ଅର୍ଚ୍ଚନା ନାଗ୍‌ଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଟିମ୍।୨୦୨୨ ଅର୍ଥ କାରବାର ମାମଲାରେ EDର ଛାନ୍‌ଭିନ୍।ପୂର୍ବରୁ ଘର ଛାଡ଼ିବା ପାଇଁ ଇଡି ନିର୍ଦ୍ଦେଶ ଦେଇଥିଲା। ଅର୍ଚ୍ଚନା ନାଗ ଇଡି ନିର୍ଦ୍ଦେଶ ଅବମାନନା କରିଥିବା ସୂଚନା।ନିର୍ଦ୍ଦେଶ ଅବମାନନା ପରେ ଇଡି ଘର ସିଜ୍‌ କରିପାରେ। ଅର୍ଚ୍ଚନା ନାଗ୍‌ଙ୍କ ଘର ଆଟାଚ୍ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।ସତ୍ୟବିହାର ସ୍ଥିତ G+2 ବିଲ୍‌ଡିଂ ସହ ଆସବାବପତ୍ର ଆଟାଚ୍।ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅଧୀନରେ ଘର ଆଟାଚ୍।୨୦୨୨ ଅର୍ଥ କାରବାର ମାମଲାରେ ସମ୍ପୃକ୍ତି ନେଇ ଆକ୍ସନ।

  • jmjnewso

    Related Posts

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    Spread the love

    Spread the love ଜେଏମଜେ ବ୍ୟୁରୋ :ମଣିପୁରର ଜିରିବାମ ଜିଲ୍ଲାର ଲେଇସଙ୍ଗ କୁକି ଗାଁରେ ଏକ ପୁଣି ହିଂସାକାଣ୍ଡ ଘଟିଛି । ଦୁଇଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି ଏବଂ ଏକାଧିକ ଫାର୍ମହାଉସ୍‌କୁ ନିଆଁ ଲଗାଇ ପୋଡ଼ି ଦିଆଯାଇଛି…

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : (ତପେନ୍ଦ୍ର ଡାକୁଆ ):ବ୍ରହ୍ମପୁରର ପୂର୍ବତନ ମେୟର ପିଣ୍ଟୁ ଦାଶଙ୍କ ଭାଇ ପିଙ୍କୁ ଦାଶ ଓ ବୁଡୁ ମହାନ୍ତିଙ୍କ ସମେତ ୪ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ଗୋଟିଏ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ