ଅର୍ଚ୍ଚନା ନାଗଙ୍କ ବିଳାସପୂର୍ଣ୍ଣ ଘରକୁ ସିଲ୍ କଲା ED

Spread the love

ଜେଏମଜେ ବ୍ୟୁରୋ : ପୁଣି ଚର୍ଚ୍ଚାରେ ଅର୍ଚ୍ଚନା ନାଗ । ଅର୍ଚ୍ଚନା ନାଗଙ୍କ ବିଳାସପୂର୍ଣ୍ଣ ଘରକୁ ସିଲ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୂର୍ବରୁ ନୋଟିସ ଆଧାରରେ ଗତକାଲି (ଶୁକ୍ରବାର) ସିଲ୍ ଇଡି । ରାଜଧାନୀ ଭୁବନେଶ୍ବର ସତ୍ୟ ବିହାର ସ୍ଥିତ ଆଲିସାନ ଘରକୁ ଯାଇ ପୋଲିସ ମାଧ୍ଯମରେ ରହୁଥିବା ଘର ଲୋକଙ୍କୁ ଓ ବ୍ୟବହାର କରୁଥିବା ଆସବାବ ପତ୍ରକୁ ବାହାର କରି ସିଲ୍ କରିଛି ଲଟକା ଲଗାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

ଘର‌ ବାହାରେ ଲଗାଯାଇଥିବା ନୋଟିସ ମୁତାବକ, PMLA act 2002 ମୁତାବକ । ୦୩ ଜୁଲାଇ ୨୦୨୩ର OC 1895 ଆଧାରରେ ସତ୍ୟ ବିହାରରେ ୧୩୩୮/୧୫୧୦୫ରେ ଥିବା ଘରକୁ ସିଲ୍ କରାଯାଇଛି । ଧାରା ୮(୪)ଇଡିର ହେପାଜତରେ ରହିଥିବା ଉଲ୍ଲେଖ କରାଯାଇଛି । ଏନେଇ ଇଡି ଅଧିକାରୀ ଓ ପୋଲିସ ଉପସ୍ଥିତିରେ ସିଲ୍ ସମୟରେ ଅର୍ଚ୍ଚନାଙ୍କ ବାପା ଓ ଭଉଣୀ ବିରୋଧ କରିଥିଲେ । କିନ୍ତୁ ନିର୍ଦ୍ଦେଶ କପି ଆଧାରରେ ଘରକୁ ସିଲ୍ କରିଥିଲେ ଇଡି ଅଧିକାରୀ । ସେପଟେ ଇଡି ଅଧିକାରୀଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳି ପରିନଥିବା ବେଳେ ଅର୍ଚ୍ଚନାଙ୍କ ଭଉଣୀ କହିଛନ୍ତି,” ଦିଦି ଘରେ ନଥିବା ସମୟରେ ଏଭଳି ଘରକୁ ସିଲ୍ କରାଯାଉଛି । ଏନେଇ ପୂର୍ବରୁ କୌଣସି ସୂଚନା ଦିଆଯାଇନାହିଁ ।”

  • jmjnewso

    Related Posts

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 43 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 84 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 25 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 31 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 85 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ