ପାର୍ଟ-ପ୍ଲଟ୍ ବିକ୍ରିବେଳେ ସମସ୍ୟା ସୃଷ୍ଟି କଲେ ନିଲମ୍ବିତ ହେବେ ସବରେଜିଷ୍ଟର : ରାଜସ୍ବ ମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ପାର୍ଟ ପ୍ଲଟ ବିକ୍ରି ସମସ୍ୟା ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ । କୌଣସି ସବ୍‌ ରେଜିଷ୍ଟର ପାର୍ଟ ପ୍ଲଟ ରେଜିଷ୍ଟର କରିବାକୁ ମନା କରୁଥିଲେ ଆମକୁ ତଥ୍ୟ ଦିଅନ୍ତୁ । ବିଭାଗ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ନିର୍ଦ୍ଧିଷ୍ଟ ଅଭିଯୋଗ ଯଦି ଅଛି ମନ୍ତ୍ରୀଙ୍କୁ ଜଣାଇଲେ ସଙ୍ଗେ ସଙ୍ଗେ ନିଲମ୍ବନ କରାଯିବ ।
ପୂର୍ବ ସରକାର ସମୟରେ ପାର୍ଟ ପ୍ଲଟ ବିକ୍ରିକୁ ନେଇ ଲୋକଙ୍କୁ ହନ୍ତସନ୍ତ କରାଯାଉଥିଲା ।

ଏ ସରକାରରେ ସେମିତି ହେବ ନାହିଁ । ଲୋକଙ୍କ ସରକାର ଲୋକଙ୍କ କଥା ବୁଝିବ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ । ପାର୍ଟ ପ୍ଲଟ ପଞ୍ଜୀକରଣକୁ ନେଇ ରାଜ୍ୟର ବିଭିନ୍ନ ସବ୍‌ ରେଜିଷ୍ଟ୍ରାର ଅଫିସ୍‌ରେ ଏକ ବର୍ଷରୁ ଅଧିକ ସମୟ ଧରି ଅଚଳାବସ୍ଥା ଜାରି ରହିଛି । ନିଜ ଜମି ହୋଇ ବି ଜମି ମାଲିକମାନେ ଜରୁରୀ ସ୍ଥିତିରେ ଆଂଶିକ ଜମି ବିକ୍ରିରୁ ବଞ୍ଚିତ ହେଉଛନ୍ତି । ପାର୍ଟ ପ୍ଲଟ ବିକ୍ରିରେ ଜଟିଳ ନିୟମ ଓ ସବ୍‌ରେଜିଷ୍ଟ୍ରାରଙ୍କ ମନମୁଖୀ କାର୍ଯ୍ୟକଳାପ ଯୋଗୁ ପଞ୍ଜୀକରଣ ପ୍ରକ୍ରିୟା ପ୍ରଭାବିତ ହେଉଛି ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026