ଚିନ୍ତା ବଢ଼ାଇଲାଣି ଜଳବାୟୁ ପ୍ରକ୍ରିୟା, ଲା-ନିନାର ସକ୍ରିୟତା ଯୋଗୁ, ଅକ୍ଟୋବରରେ ଓଡ଼ିଶାକୁ ବାତ୍ୟା ଭୟ ଆଶଙ୍କା!

Spread the love

ଜେଏମଜେ ବ୍ୟୁରୋ : ଓଡିଶାକୁ ଅକ୍ଟୋବର ମାସ ପାଇଁ ଲା-ନିନା ବିପଦ । ବିଶ୍ୱ ପାଣିପାଗ ସଂସ୍ଥାନର ଆକଳନ ଅନୁସାରେ ଡିସେମ୍ବର ଯାଏଁ ଜଳବାୟୁ ପ୍ରକ୍ରିୟା ଲାନିନାର ସକ୍ରିୟତା ଚିନ୍ତା ବଢାଇଛି । ପୂର୍ବରୁ ଲା-ନିନା ପ୍ରଭାବରେ ଅକ୍ଟୋବର ମାସରେ ଅନେକ ବାତ୍ୟା ହୋଇଥିବା ନଜିର ରହିଛି । ଚଳିତବର୍ଷ ମଧ୍ୟ ଲା-ନିନା ପ୍ରଭାବ ରହିପାରେ। ପ୍ରଶାନ୍ତ ମହାସାଗରରେ ଜଳବାୟୁ ପ୍ରକ୍ରିୟା ଲା-ନିନା ପରିସ୍ଥିତି ସଂଗଠିତ ହେଲେ ତାହା ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ବା ବାତ୍ୟାର ତୀବ୍ରତାକୁ ବୃଦ୍ଧି କରିବାରେ ଅନେକାଂଶରେ ସାହାଯ୍ୟ କରିଥାଏ।ତେବେ ଅକ୍ଟୋବର ମାସରେ ଓଡ଼ିଶାକୁ ରହିଥାଏ ବାତ୍ୟା ଭୟ। ଅକ୍ଟୋବରରେ ମହାବାତ୍ୟା ବ୍ୟତତି ଅନେକ ବାତ୍ୟାକୁ ସାମ୍ନା କରିଛନ୍ତି ଓଡ଼ିଶାବାସୀ।
ଅକ୍ଟୋବରରେ ବାତ୍ୟାକାହିଁକି ଆସେ ଯଦି ସେ ଦିଗରେ ଜାଣିବା ତାହାଲେ..
ଅକ୍ଟୋବର ଆସିଲେ ବଙ୍ଗୋପସାଗରରେ ସୃଷ୍ଟିହୁଏ ଘୂର୍ଣ୍ଣିଝଡ଼ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଲେଉଟାଣି ସମୟ ଅକ୍ଟୋବର…ସେତେବେଳେ ସମୁଦ୍ରର ଉପର ଭାଗରେ ତାପମାତ୍ରା ଅଧିକ ଥାଏ..ସମୁଦ୍ର ଭିତରେ ପବନର ବେଗ କମ୍‌ ବେଶି ହୋଇଥାଏ
ଯାହା ସମୁଦ୍ରରେ ଝଡ଼ ସୃଷ୍ଟି କରି ସମୁଦ୍ରକୁ ଅଶାନ୍ତ କରେ
ପ୍ରଶାନ୍ତ ମହାସାଗରରେ ଲା-ନିନା ସଙ୍ଗଠିତ ହେଲେ ବଢ଼େ ବାତ୍ୟା ଆଶଙ୍କା ପ୍ରଶାନ୍ତ ମହାସାଗର ଓ ଚୀନ ସାଗରରେ ସୃଷ୍ଟ ବାତ୍ୟାର ଅବଶିଷ୍ଟାଂଶ ବଙ୍ଗୋପସାଗରରେ ପ୍ରବେଶ କରେ..
ବାତ୍ୟା ଋତୁକୁ ସକ୍ରିୟ କରାଇବାରେ ସାହାଯ୍ୟ କରିଥାଏ ମୌସୁମୀ ଯାହାକି ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଶକ୍ତିଶାଳୀ ହୋଇଥାଏ ବାତ୍ୟା.
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ…

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 29 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ