ପ୍ରତି ଜିଲ୍ଲା ଏବଂ ପୌର ସଂସ୍ଥାରେ ଆୟୋଜନ ହେବ `ଆବାସ ଦିବସ’:ସମସ୍ତ ଜିଲ୍ଲପାଳଙ୍କୁ ଚିଠି ଲେଖିଲେ ନଗର ଉନ୍ନୟନ ବିଭାଗର ସଚିବ

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟରେ ପାଳନ ହେବ ଆବାସ ଦିବସ । ପ୍ରତି ଜିଲ୍ଲା ଏବଂ ପୌର ସଂସ୍ଥାରେ ଆୟୋଜନ ହେବ ସହରାଞ୍ଚଳ ପ୍ରଧାନମନ୍ତ୍ରୀ ଆବାସ ମେଳା । ସମସ୍ତ ଜିଲ୍ଲପାଳଙ୍କୁ ଚିଠି ଲେଖିଛନ୍ତି ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ । ସହରାଞ୍ଚଳ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର 2.0 ଅଙ୍ଗିକାର-2025 ଆୟୋଜନ ପାଇଁ ଚିଠିରେ ଉଲ୍ଳେଖ ରହିଛି ।

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ଆରମ୍ଭ ହୋଇ ୨ଟି ପର୍ଯାୟରେ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଚାଲିବ । ୧୭ ସେପ୍ଟେମ୍ବରରୁ ୧୬ ଅକ୍ଟୋବର ମଧ୍ୟରେ ପ୍ରତ୍ୟେକ ULBରେ ଏକାଧିକ ୱାର୍ଡ ସ୍ତରୀୟ ଶିବିର ଆୟୋଜନ ହେବ । 16 ଅକ୍ଟୋବରରୁ ୩୧ ଅକ୍ଟୋବର ମଧ୍ୟରେ ପ୍ରତ୍ୟେକ ଜିଲ୍ଲାରେ ହେବ ପିଏମ୍‌ ଆବାସ ମେଳା । ଅଙ୍ଗିକାର ନିର୍ଦ୍ଦେଶାବଳୀ ଅନୁଯାୟୀ ଜିଲ୍ଲା ସ୍ତରରେ ଗଠନ ହେବ ସମନ୍ୱୟ କମିଟି । ଜିଲ୍ଲା ସ୍ତରରେ ପ୍ରତ୍ୟେକ କାର୍ଯ୍ୟକ୍ରମ ପାଇଁ 50 ହଜାର ଟଙ୍କା ବ୍ୟୟବରାଦ ହୋଇଛି ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026