ବୁଲା କୁକୁର ଗଣିବାକୁ ପାଇଁ ୫ ଲକ୍ଷ ଖର୍ଚ୍ଚ.

Spread the love

ଜେଏମଜେ ବ୍ୟୁରୋ : ଆଜିଠୁ ଆରମ୍ଭ ହୋଇଛି ବୁଲା କୁକୁରଙ୍କ ଗଣନା । ଏନେଇ ବିଏମସି କମିସନର ଚଞ୍ଚଲ ରାଣା କହିଛନ୍ତି ବୁଲା କୁକୁର ଗଣନା ପାଇଁ ୫ ଲକ୍ଷ ଟଙ୍କାର ବଜେଟ ରହିଛି । କୁକୁର ମାନେ ଚଲା ବୁଲା କରି ରାତିରେ ନିଜ ବାସସ୍ଥଳୀକୁ ଫେରନ୍ତି । ସକାଳ ୭ଟା ପରେ ନିଜ ଖାଦ୍ୟ ଅନ୍ୱେଷଣରେ ବାହାରି ଯାଆନ୍ତି । ତେଣୁ ଆମେ ୫ ଟାରୁ ୭ଟା ପର୍ଯ୍ୟନ୍ତ ଗଣନା ସମୟ ନିର୍ଦ୍ଧାରିତ କରିଛୁ।
ପ୍ରତ୍ୟେକ ସାହି ଓ ୱାର୍ଡରେ ୫ଟି ସଦସ୍ୟକୁ ନେଇ ଗୋଟିଏ ଲେଖାଏଁ ଟିମ ଗଠନ କରାଯାଇଛି । ପ୍ରଥମ ପର୍ଯ୍ୟାୟ ୪ ଦିନରେ ବୁଲା କୁକୁର ଗଣନା କରିବା ସହ ବୁଲି ଦେଖିବେ ବୋଲି କହିଛନ୍ତି ଚଞ୍ଚଲ ରାଣା ।

ସେ ଆହୁରି ମଧ୍ୟ କହିଛନ୍ତି ଦ୍ୱିତୀୟ ପର୍ଯ୍ୟାୟରେ ଆଉ ଏକ ଟିମ ବୁଲା କୁକୁର ସଂଖ୍ୟାର ବ୍ୟବଧାନ ଯାଞ୍ଚ କରିବେ । ଭୁବନେଶ୍ୱରରେ ଗଳିକନ୍ଦି ସହ ପ୍ରମୁଖ ରାସ୍ତା ମିଶାଇ ୩୫୦୦ ରୁ ୪୦୦୦ କିଲୋମିଟର ଅଞ୍ଚଳ ରହିଛି । ଆମର ମାନବ ସମ୍ବଳ ଥିବାରୁ ଆମେ AI ଟେକ୍ନୋଲୋଜି ବ୍ୟବହାର କରୁନାହୁଁ । ସ୍କୁଲ, ଆପର୍ଟମେଣ୍ଟ, ହାଟ, ବଜାର ଏବଂ ଗାଡି ତଳେ କୁକୁର ମାନେ ଶୋଇ ରହୁଛନ୍ତି ତାକୁ ଆମେ ନଜରରେ ରଖି ଗଣନା କରୁଛୁ । ଭେଟନାରୀ ଡାକ୍ତରଙ୍କ ତତ୍ତ୍ୱବଧାନରେ ବୁଲା କୁକୁରଙ୍କ ଗଣତି ଚାଲିଛି ବୋଲି ସୂଚନା ଦେଇଛନ୍ତି ଚଞ୍ଚଲ ରାଣା ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 47 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍