ମୁଖ୍ୟମନ୍ତ୍ରୀ କହିଲେ ୧୭ ମାସରେ ବିଭିନ୍ନ ପ୍ରଚାର ଓ ପ୍ରସାର ପାଇଁ ମୋଟ ୧୩୫.୮୫ କୋଟି ଟଙ୍କା ଖର୍ଚ୍ଚ।

Spread the love

ଜେଏମଜେ ବ୍ୟୁରୋ : ଓଡ଼ିଶା ସରକାର ଗତ ୧୭ ମାସରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ମୋଟ ୧୩୫.୮୫ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭାରେ ସୂଚନା ଦେଇଛନ୍ତି। ତେବେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଗତ ତିନି ବର୍ଷ ମଧ୍ୟରେ ରାଜ୍ୟ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାର ପ୍ରଚାର ଏବଂ ପ୍ରସାର ଖର୍ଚ୍ଚ ସହିତ ଇଲେକ୍ଟ୍ରୋନିକ୍ସ ଗଣମାଧ୍ୟମ ସଂସ୍ଥା ବିଷୟରେ ସୂଚନା ମାଗିଥିଲେ। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ଏହି ସ୍ପଷ୍ଟୀକରଣ ଦେଇଥିବା ରିପୋର୍ଟ ରୁ ଜଣା ପଡ଼ିଛି। ମୁଖ୍ୟମନ୍ତ୍ରୀ ମାଝୀ, ଯିଏ ସୂଚନା ଓ ଜନସମ୍ପର୍କ ବିଭାଗର ଦାୟିତ୍ୱରେ ଅଛନ୍ତି, ସେ କହିଛନ୍ତି ଯେ ୨୦୨୪ ଏପ୍ରିଲ ୧ରୁ ୨୦୨୫ ଅଗଷ୍ଟ ୧୦ ପର୍ଯ୍ୟନ୍ତ ପ୍ରିଣ୍ଟ ମିଡିଆରେ ବିଜ୍ଞାପନ ପାଇଁ ୧୩୦.୧୮ କୋଟି ଟଙ୍କା ଏବଂ ଇଲେକ୍ଟ୍ରୋନିକ୍ ମିଡିଆରେ ୫.୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି।

  • jmjnewso

    Related Posts

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    Spread the love

    Spread the loveଭୁବନେଶ୍ୱର, ୨୧।୪ : ଭାରତୀୟ ସମ୍ବିଧାନର ଦଶମ ଅନୁସୂଚୀ ଅନୁଯାୟୀ ବିଧାନସଭା ଅଧ୍ୟକ୍ଷଙ୍କ କ୍ଷମତା ଓ ଦାୟିତ୍ୱର ସମୀକ୍ଷା ପାଇଁ ପୁରୀଠାରେ ବାଚସ୍ପତି କମିଟି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ରାହୁଲ ସୁରେଶ ନରୱେକର…

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ଖୁବ୍ ଶୀଘ୍ର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର୍ମେଟିଭ୍ ଇନିସିଏଟିଭ୍ସ ବା SITI ଓଡିଶା ପ୍ରତିଷ୍ଠା କରିବେ । ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ ଟ୍ୟାଙ୍କ ବା ଏକ ଶୀର୍ଷସ୍ତରୀୟ…

    Leave a Reply

    Your email address will not be published. Required fields are marked *

    You Missed

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ