କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘର ଓ ଅଫିସ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

Spread the love

ରାୟଗଡା : ଜେଏମଜେ ନ୍ୟୁଜ : କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ଚଢଉ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘର ଓ ଅଫିସ ସମେତ ୯ଟି ସ୍ଥାନରେ ଚଢ଼ାଉ କରୁଥିବା ଜଣାପଡିଛି।
ଆଜି ଭୋର୍ ପ୍ରାୟ ୪ଟା ସମୟରୁ ଚଢ଼ାଉ ଆରମ୍ଭ ହୋଇଥିବା ଜଣାପଡ଼ିଛି ଓ ଏକାସାଙ୍ଗେ ୯ ଟି ସ୍ଥାନରେ ଚଢ଼ାଉ ଚାଲିଥିବା ସୂଚନା ରହିଛି।


ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତି ଜୟପୁର ଓ କୋରାପୁଟଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭିଜିଲାନ୍ସର ୭ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ୯ ଜଣ ଏଏସ୍ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଏବଂ ରାୟଗଡ଼ା ଜିଲ୍ଲାର ୯ଟି ସ୍ଥାନରେ ଏକକାଳୀନ ତଲାସ କରାଯାଉଛି। ଜୟପୁର ଭିଜିଲାନ୍ସ ଟିମ୍ ଏହି ଚଢ଼ାଉ କରୁଥିବା ବେ‌ଳେ ସମ୍ପତ୍ତି ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିନାହିଁ ଓ ଏନେଇଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ସୁପ୍ରିୟା ଷଡ଼ଙ୍ଗୀ ଙ୍କ ରିପୋର୍ଟ…

  • jmjnewso

    Related Posts

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    Spread the love

    Spread the love ଜେଏମଜେ ବ୍ୟୁରୋ :ମଣିପୁରର ଜିରିବାମ ଜିଲ୍ଲାର ଲେଇସଙ୍ଗ କୁକି ଗାଁରେ ଏକ ପୁଣି ହିଂସାକାଣ୍ଡ ଘଟିଛି । ଦୁଇଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି ଏବଂ ଏକାଧିକ ଫାର୍ମହାଉସ୍‌କୁ ନିଆଁ ଲଗାଇ ପୋଡ଼ି ଦିଆଯାଇଛି…

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : (ତପେନ୍ଦ୍ର ଡାକୁଆ ):ବ୍ରହ୍ମପୁରର ପୂର୍ବତନ ମେୟର ପିଣ୍ଟୁ ଦାଶଙ୍କ ଭାଇ ପିଙ୍କୁ ଦାଶ ଓ ବୁଡୁ ମହାନ୍ତିଙ୍କ ସମେତ ୪ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ଗୋଟିଏ…

    Leave a Reply

    Your email address will not be published. Required fields are marked *

    You Missed

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 29 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 22 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 19 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..