ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି: ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ଥିବା କର୍ମଚାରୀ ହେବେ ବଦଳି.

Spread the love

ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ରାଜସ୍ବ ବିଭାଗର ବଡ ନିଷ୍ପତ୍ତି । ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ଜଣେ କର୍ମଚାରୀ ୩ ବର୍ଷରୁ ଅଧିକ ରହିପାରିବେ ନାହିଁ । କର୍ମଚାରୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବ । ଏହା ସହ ପୂର୍ବରୁ ମଧ୍ୟ ରାଜସ୍ବ ବିଭାଗରେ ଗାଦି ମାଡ଼ି ବସିଥିବା ଅଧିକାରୀଙ୍କୁ ତୁରନ୍ତ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି.। ଏନେଇ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗ ଅତିରିକ୍ତ ସଚିବ ଚିଠି ଲେଖିଛନ୍ତି । ୧୫ ଦିନ ମଧ୍ୟରେ ଏହାର ସବିଶେଷ ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି ।

ଏହାବାଦ୍ ୩ ବର୍ଷ ପରେ ବଦଳି ପାଇଁ ନିୟମ ଥିଲେ ବି ପାଳନ ହେଉନାହିଁ । ଯାହାକୁ ନେଇ ବିଭାଗ ପକ୍ଷରୁ ଉଦବେଗ ପ୍ରକାଶ ପାଇଛି । ଅନେକ କର୍ମଚାରୀ ସମାନ କାର୍ଯ୍ୟାଳୟ ଓ ସମାନ ପୋଷ୍ଟରେ କାମ କରୁଛନ୍ତି। ଯାହା ଦୁର୍ନୀତି ଓ ସରକାରୀ କାର୍ଯ୍ୟରେ ଅବହେଳା ବୃଦ୍ଧିର ମୁଖ୍ୟ କାରଣ ହୋଇଛି ବୋଲି ରାଜସ୍ବ ବିଭାଗ ପକ୍ଷରୁ କୁହାଯାଇଛି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 25 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 43 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 33 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 42 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 31 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ