ରାଜ୍ୟର ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ୧ ହଜାର ୪୦୪ଟି ଅଧ୍ୟାପକ ପଦ।

Spread the love

ଭୁବନେଶ୍ବର:ଜେଏମଜେ ବ୍ୟୁରୋ: ରାଜ୍ୟର ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ପଦବୀ ସଂଖ୍ୟା ନେଇ ଆଜି ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ଗୃହରେ ପ୍ରଶ୍ନର ତଥ୍ୟ ରଖିଛନ୍ତି ଉଚ୍ଚଶକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି ଯେ, ରାଜ୍ୟର ବିଶ୍ୱବିଦ୍ୟାଳୟରେ ୧ ହଜାର ୪୦୪ଟି ଅଧ୍ୟାପକ ପଦ ସଂଖ୍ୟା ଖାଲିପଡିଛି । ସେହିପରି ୧୭ ବିଶ୍ୱବିଦ୍ୟାଳୟରେ ୨୨୮୬ ଅଣଶିକ୍ଷକ ପଦ ଖାଲି ପଡିଥିବା ସେ କହିଛନ୍ତି ।

ସେଥିମଧ୍ୟରୁ ୨୬୦ ପ୍ରାଧ୍ୟାପକ ପଦ ଖାଲି ପଡିଥିବା ବେଳେ, ୪୫୩ ଆସୋସିଏସ୍‍ ପ୍ରାଧ୍ୟାପକ, ୬୬୯ ସହକାରୀ ପ୍ରାଧ୍ୟାପକ ପଦ ଖାଲିପଡିଛି । ତେବେ ସବୁଠୁ ଅଧିକ ଖାଲି ପଡିଥିବା ସଂଖ୍ୟା ହେଉଛି ରେଭେନ୍ସା ବିଶ୍ୱବିଦ୍ୟାଳୟରେ । ଏହା ପଛକୁ ରହିଛି ବାଣୀବିହାର ବିଶ୍ୱବିଦ୍ୟାଳୟ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 21 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 35 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 29 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 40 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 39 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 30 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ