ନବୀନ ଆସୁନଥିବାରୁ ବିଜେଡି ଗୃହ ଅଚଳ କରୁଛି: ଜୟନାରାୟଣ

Spread the love


ଜେଏମଜେ ବ୍ୟୁରୋ : ବିଧାନସଭାର ମୌସୁମୀ ଅଧିବେଶନର ଶନିବାର ହେଉଛି ତୃତୀୟ ଦିନ । ଆଜି ବି ଚାଲିପାରି ନାହିଁ । ବିଜେଡି ସଦସ୍ୟଙ୍କ ହୋହାଲ୍ଲା ଯୋଗୁଁ ଗୃହକୁ ଅପରାହ୍ନ ୪ଟା ଯାଏ ବାଚସ୍ପତି ମୁଲତବୀ କରିଛନ୍ତି । ତେବେ ଗୃହ ମୁଲତବୀକୁ ନେଇ ବିଜେପି ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି ଯେ ବିରୋଧୀ ଦଳ ନେତା ନବୀନ ପଟ୍ଟନରାୟକ ଏବେ ଅସୁସ୍ଥ ।ସେ ଗୃହକୁ ଆସୁନଥିବାରୁ ବିଜେଡି ଗୃହକୁ ଅଚଳ କରୁଛି । ଆମେ ସବୁ ପ୍ରକାର ଆଲୋଚନା ପାଇଁ ପ୍ରସ୍ତୁତ ଅଛୁ । ଗୃହ ବିଧି ବ୍ୟବସ୍ଥାରେ ଚାଲେ । ଅନାସ୍ଥା ହେଉ କି ସାର ସକକାର ଅଡ଼ୁଆରେ ନାହାନ୍ତି ବୋଲି ବିଜେପି ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି ।

ଚାଲିପାରୁନି ବିଧାନସଭାର ମୌସୁମୀ ଅଧିବେଶନ। ତୃତୀୟ ଦିନରେ ବି ଗୃହ ଅଚଳ। ସାର ସମସ୍ୟା ପ୍ରସଙ୍ଗରେ ବିଜେଡିର ହୋହାଲ୍ଲା। ବିରୋଧୀଙ୍କ ନାରାବାଜିରେ କମ୍ପିଲା ଗୃହ। ଶୋକ ପ୍ରସ୍ତାବ ଆଗତ ପରେ ବିଧାନସଭାରେ ହଟ୍ଟଗୋଳ। ବାଚସ୍ପତିଙ୍କ ପୋଡିୟମ ତଳେ ହୋହାଲ୍ଲା ସହ ନାରାବାଜି କଲେ ବିଜେଡି ସଦସ୍ୟ। ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 32 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 27 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 38 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 39 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 30 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 35 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା