ଚାଷୀଙ୍କ ସହ କରିଥିବା ପ୍ରତାରଣା ପଦାରେ ପଡ଼ିଯିବ ବୋଲି ବିରୋଧୀ ଗୃହ ଚଳାଇ ଦେଉନାହାନ୍ତି: ଈରାଶିଷ ଆଚାର୍ଯ୍ୟ

Spread the love

ଭୁବନେଶ୍ବର:ଜେଏମଜେ ବ୍ୟୁରୋ: ବିଜେପି ବିଧାୟକ ଈରାଶିଷ ଆଚାର୍ଯ୍ୟ ବିଜେଡିକୁ ତୀବ୍ର ସମାଲୋଚନା କରିଛନ୍ତି। ସେ କହିଛନ୍ତି,ଚାଷୀଙ୍କ ସହ କରିଥିବା ପ୍ରତାରଣା ପଦାରେ ପଡ଼ିଯିବ ବୋଲି ବିରୋଧୀ ଆଲୋଚନାକୁ ଆସିବାକୁ ଚାହୁଁନାହାନ୍ତି। ସେମାନଙ୍କ ପୋଲ ଖୋଲିଯିବ ବୋଲି ସେମାନେ ଗୃହ ଚଳାଇ ଦେଉନାହାନ୍ତି। ଆଜି ସୁଯୋଗ ଥିଲା ସାର ଅଭାବ ପ୍ରସଙ୍ଗରେ ବିଜେଡି କାହିଁକି ମୁଲତବୀ ପ୍ରସ୍ତାବ ଆଣିଲା ନାହିଁ। ମୁଲତବୀ ପ୍ରସ୍ତାବରେ ଆଲୋଚନା ହୋଇପାରିଥାନ୍ତା।

ଈରାଶିଷ ଆଚାର୍ଯ୍ୟ ଆହୁରି କହିଛନ୍ତି, ଓଡ଼ିଶାର ବିକାଶ ପାଇଁ ବିଜେଡି ଓ କଂଗ୍ରେସର ଚିନ୍ତା ନାହିଁ। ବିଜେଡି ହଟ୍ଟଗୋଳ କରିଥିବା ବେଳେ କଂଗ୍ରେସ ମଧ୍ୟ ନିଜ ଆସନରେ ପ୍ରତିବାଦ କରିଥିଲା। ଓଡ଼ିଶା ଆଗକୁ ଯାଉ ବୋଲି ବିରୋଧୀ ଚାହୁଁ ନାହାନ୍ତି। ସେମାନେ ତଥ୍ୟ ସାମ୍ନାକୁ ଆସୁ ବୋଲି ଚାହୁଁନାହାନ୍ତି । ଲୋକଙ୍କୁ ଭୁଆଁ ବୁଲିବାକୁ ଚେଷ୍ଟା କରୁଛି ବିଜେଡି, ତାଙ୍କୁ ସମର୍ଥନ ଦେଉଛି କଂଗ୍ରେସ। ପୂର୍ବରୁ ଚାଷୀଙ୍କ ସହ କରିଥିବା ପ୍ରତାରଣା ପଦାରେ ପଡ଼ିଯିବ ବୋଲି ବିରୋଧୀ ବିତର୍କ କରିବାକୁ ଚାହୁଁ ନାହାନ୍ତି । ପ୍ରଶ୍ନକାଳ କରାଇ ଦେଉନାହିଁ ବିଜେଡି।

  • jmjnewso

    Related Posts

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ମାମଲା । ଆଜି ହାଇକୋର୍ଟ ରେ ହେବ ଶୁଣାଣି । କ୍ରସ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବିଜେଡି ପକ୍ଷରୁ…

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 25 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 27 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 17 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 22 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 20 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 47 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।