ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ

Spread the love

ଭୁବନେଶ୍ବର: ଆଜି ବି ଚାଲିପାରୁନି ଗୃହକାର୍ଯ୍ୟ । ତୃତୀୟ ଦିନରେ ଗୃହ ଆରମ୍ଭରୁ ଚାଲିପାରି ନାହିଁ । ସୋମବାର ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି ସୁରମା ପାଢ଼ୀ । ସାର ପ୍ରସଙ୍ଗରେ ବିଜେଡି ବିଧାୟକ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ଯାହା ଫଳରେ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି ।

ଗୃହ ଆରମ୍ଭରୁ ଜର୍ଜ ତିର୍କିଙ୍କ ପରଲୋକ ଉପରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକ ପ୍ରସ୍ତାବକୁ ସମର୍ଥନ କରିଥିଲେ ବିରୋଧୀ ଦଳ ଉପନେତା ଓ କଂଗ୍ରେସ ବିଧାୟକ ଦଳ ନେତା । ଏହାପରେ ପୁଣି ଆରମ୍ଭ ହୋଇଥିଲା ହଟ୍ଟଗୋଳ। ହଙ୍ଗାମା ଭିତରେ ବିଧାନସଭା ଗୃହ ଚାଲିପାରି ନାହିଁ । ସାର ପ୍ରସଙ୍ଗରେ ପୁଣିଥରେ ବିରୋଧି ହଟ୍ଟଗୋଳ କରିଥିଲେ ।

ବାଚସ୍ପତିଙ୍କ ପୋଡ଼ିୟମ୍ ତଳେ ହୋହଲ୍ଲା ସହ ନାରାବାଜି କରିଥିଲେ ବିରୋଧୀ ସଦସ୍ୟ । ଫଳରେ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ରଖିଥିଲେ ବାଚସ୍ପତି । ତେବେ ଅପରାହ୍ନରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଥିଲା । ଗୃହର ମଧ୍ୟଭାଗରେ ହଟ୍ଟଗୋଳ କରିଥିଲେ ବିଜେଡି ବିଧାୟକ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 31 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 37 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 28 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 40 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର