ମା’ ଗିରିଜା ବାସିନି’ଙ୍କ ନବରାତ୍ର ପୁଜା ପାଇଁ ପ୍ରସ୍ତୁତି

Spread the love

ବ୍ରହ୍ମପୁର 🙁 ଜେଏମଜେ ନ୍ୟୁଜ ) :ଆଉ ଦିନକ ପରେ ବିଭିନ୍ନ ଶକ୍ତି ପୀଠ, ଦେବି ମନ୍ଦିର ରେ ଆରମ୍ଭ ହେବ ନବରାତ୍ରି ପୂଜା.. ଏହି ଅବସରରେ ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ କନିଷି ହାଟ ତୁଳୁରୋଡ଼ ସ୍ଥିତ ମା’ ଗିରିଜା ବାସିନି’ଙ୍କ ୯ ଦିନ ଧରି ନବରାତ୍ର ପୁଜା ମହାଆଡମ୍ବରାରେ ଅନୁଷ୍ଠିତ ହେବ ବୋଲି ଗ୍ରାମବାସୀ ସୂଚନା ଦେଇଛନ୍ତି..
ବ୍ରହ୍ମପୁର ରୁ ବିଭୁତି ଶତପଥୀ ଙ୍କ ରିପୋର୍ଟ..

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    କଟକ ରେ ମହାମହିମ

    ବିହାର ଉପନିର୍ବାଚନ ରେ ବିଜେପି ପରାଜୟ

    ଗଞ୍ଜାମ ଆସୁଛନ୍ତି ରାଷ୍ଟ୍ରପତି

    04 ଅଗଷ୍ଟ 2026:ଜନତା ମାଗେ ଜବାବ

    ଭିଜିଲାନ୍ସ ଜାଲରେ ପରିବହନ ବିଭାଗ ଟ୍ରାଫିକ ଇନସ୍ପେକ୍ଟର

    ଭିଜିଲାନ୍ସ ଜାଲରେ ପରିବହନ ବିଭାଗ ଟ୍ରାଫିକ ଇନସ୍ପେକ୍ଟର

    ଗୁପ୍ତେଶ୍ୱର ପୀଠରେ ୧୫ ହଜାର କାଉଡ଼ିଆଙ୍କ ସମାଗମ

    ଗୁପ୍ତେଶ୍ୱର ପୀଠରେ ୧୫ ହଜାର କାଉଡ଼ିଆଙ୍କ ସମାଗମ