ମହାଳୟାରେ ଧବଳମୁଖୀ ବେଶରେ ଦର୍ଶନ ଦେବେ ମାଆ ସମଲେଶ୍ବରୀ.

Spread the love

ଜେଏମଜେ ବ୍ୟୁରୋ : ମା’ ଜଗତଜନନୀଙ୍କ ଆବାହନ ପାଇଁ ସମଗ୍ର ରାଜ୍ୟ ଚଳଚଞ୍ଚଳ । ଦେଶବ୍ୟାପୀ ବିଭିନ୍ନ ଶକ୍ତିପୀଠରେ ଜାରି ରହିଛି ନବରାତ୍ର ଓ ଷୋଡଷ ଉପଚାର ପୂଜା । ନବରାତ୍ରରେ ମାଆ ସମଲେଶ୍ବରୀଙ୍କ ପାଖରେ ଜଳିବ ୫ ହଜାର ଦୀପ । ସେହିପରି ପବିତ୍ର ମହାଳୟା ଓ ନବରାତ୍ର ପାଇଁ ମାଆ ସମଲେଶ୍ବରୀଙ୍କ ମନ୍ଦିରରେ ଚାଲିଛି ଜୋରଦାର ପ୍ରସ୍ତୁତି । ମହାଳୟାରେ ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମାଆ ସମଲେଶ୍ବରୀ । ପ୍ରାତଃ ସାଢ଼େ ୪ଟାରେ ମଙ୍ଗଳ ଆଳତି ପରେ ପ୍ରାତଃ ୫ଟାରେ ଦର୍ଶନ ଆରମ୍ଭ ହେବ ।

ଅନ୍ୟପଟେ ଅନ୍ନଭୋଗ ଲାଗି ପାଇଁ ଦିନ ୧୧ଟା ୪୫ରୁ ୧୨ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ସେହିପରି ସନ୍ଧ୍ୟା ମହାଆଳତି ପାଇଁ ସନ୍ଧ୍ୟା ୭ଟା୪୫ରୁ ରାତି ୮ଟା୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ରାତି ୧୦ଟା ୩୦ରେ ମା’ ସମଲେଶ୍ୱରୀଙ୍କ ଦର୍ଶନ ବନ୍ଦ ଓ ପହଡ଼ ନୀତି ଅନୁଷ୍ଠିତ ହେବ । ମହାଳୟାରେ ସିନ୍ଦୁରବର୍ଣ୍ଣା ମା’ ସମଲେଶ୍ବରୀ ଶୁଭ୍ର ଶ୍ବେତ ରୂପ ଧାରଣ କରନ୍ତି । ମା’ଙ୍କର ଏହି ଧବଳମୁଖୀ ବେଶକୁ ଗଙ୍ଗାଦର୍ଶନ ବେଶ ମଧ୍ୟ କୁହାଯାଏ । ‌ଏହି ଦିନ ଲକ୍ଷାଧିକ ଭକ୍ତ ମାଙ୍କ ଦର୍ଶନ କରି ପୁଣ୍ୟଲାଭ କରିଥାନ୍ତି ।

  • jmjnewso

    Related Posts

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    Spread the love

    Spread the loveଛତ୍ରପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ମୁକାବିଲା କରିବାକୁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ଆସନ୍ତାକାଲିଠାରୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର…

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    Spread the love

    Spread the loveଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ ଶିକ୍ଷକ ପଦୋନ୍ନତିରେ ଅନିୟମିତତା ଆସିଲା ନେଇ ଅଭିଯୋଗ.. ଜିଲ୍ଲା ଶିକ୍ଷା ଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ବିଭିନ୍ନ ବିଦ୍ୟାଳୟ ରେ ଅଶାନ୍ତି ଆଶଙ୍କା ଦେଖାଦେଲାଣି..ଗଞ୍ଜାମ ଜିଲ୍ଲାର ପ୍ରାଥମିକ ଶିକ୍ଷକମାନଙ୍କର ପଦୋନ୍ନତି…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 22 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 26 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 15 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 22 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 18 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 34 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।