କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କୁ ଦିଲ୍ଲୀ ଡାକରା

Spread the love

ଜେଏମଜେ ବ୍ୟୁରୋ : କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କୁ ଦିଲ୍ଲୀ ଡାକରା । ଏଆଇସିସି ପକ୍ଷରୁ ଦିଲ୍ଲୀ ଯିବାକୁ ଡାକରା ଆସିଥିବାବେଳେ ୨୨ତାରିଖରେ ଏଆଇସିସିର ବୈଠକ ବସିବ । ଏଥିରେ ସଙ୍ଗଠନ ସୃଜନ୍ ଅଭିଯାନ ଜରିଆରେ ଜିଲ୍ଲା ସଭାପତିଙ୍କ ଚୟନ ନେଇ ଆଲୋଚନା ହେବ । ଏହି ମାସରେ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କରିବାକୁ ଲକ୍ଷ୍ୟ ରଖିଛି ଏଆଇସିସି ।

  • jmjnewso

    Related Posts

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ମାମଲା । ଆଜି ହାଇକୋର୍ଟ ରେ ହେବ ଶୁଣାଣି । କ୍ରସ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବିଜେଡି ପକ୍ଷରୁ…

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 22 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 26 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 15 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 22 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 18 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 34 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।