ବିଜେଡି ଉପରେ ବର୍ଷିଲେ : ସୌମ୍ୟ କହିଲେ- ଯାହାର ଦେଖା ମିଳୁ ନଥିଲା, ସେ ଏବେ ନିନ୍ଦୁକ ସାଜିଛନ୍ତି

Spread the love

ଜେଏମଜେ ବ୍ୟୁରୋ : ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ଅମାନବୀୟ ନିର୍ଯାତନା ଘଟଣାକୁ ନେଇ ରାଜନୈତିକ ବାୟାନବାଜି ଆରମ୍ଭ ହୋଇଯାଇଛି। ଏହି ଘଟଣାକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଦୋଷାରୋପ କରୁଛି। ଏହି ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କରିଛନ୍ତି ପୂର୍ବତନ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ।
ସେ କହିଛନ୍ତି, ଗୋଟିଏ ଘଟଣାକୁ ନେଇ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ବୋଲି କହି ହେବନାହିଁ। ଏହି ସରକାରକୁ ଅଧିକ ସମୟ ଦେବାକୁ ପଡ଼ିବ। ୨୫ ବର୍ଷର ସରକାରର ଅବସାନ ପରେ ୧୦୦ଦିନର ସରକାର ସହିତ ତୁଳନା କରିବା ଠିକ ନୁହେଁ।

ସୌମ୍ୟ କହିଛନ୍ତି, ଯାହାକୁ ଆଗରୁ ଖୋଜିଲେ ମିଳୁ ନ ଥିଲେ, ସେମାନେ ଗାତରୁ ବାହାରି ସମ୍ବାଦିକ ସମ୍ମିଳନୀ କରୁଛନ୍ତି ଓ ସରକାରଙ୍କୁ ନିନ୍ଦା କରୁଛନ୍ତି। ସେମାନେ ବୋଧେ ହୁଏ ନିଜ ଅମଳ କଥା ଭୁଲି ଯାଉଛନ୍ତି।

  • Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ