ଏଣିକି ଓଡିଶାରେ ଚାଲିବ ଗୋଟିଏ ବୋର୍ଡ। ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ମିଳିଲାଅନୁମୋଦନ

Spread the love

ଜେଏମଜେ ବ୍ୟୁରୋ : ଏଣିକି ଓଡିଶାରେ ଚାଲିବ ଗୋଟିଏ ବୋର୍ଡ। ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ମିଳିଲା ଅନୁମୋଦନ। ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡ ରଖାଯିବ। କେବଳ ଏତିକି ନୁହେଁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କୁ ମାଗଣା ପାଠ୍ୟପୁସ୍ତକ ଦିଆଯାଉଥିବା ବେଳେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ନବମ ଓ ଦଶମ ଛାତ୍ରଛାତ୍ରୀଙ୍କୁ ମାଗଣା ବହି ଦିଆଯାଉଥିଲା। କିନ୍ତୁ ଏବେ ସମସ୍ତ ବର୍ଗର ପିଲାଙ୍କୁ ଦଶମ ଶ୍ରେଣୀ ଯାଏ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦିଆଯିବ। ଏନ୍‌ସିଇଆର୍‌ଟି ଢାଞ୍ଚାରେ ଏସ୍‌ସିଇଆର୍‌ଟିକୁ ବିକଶିକ କରାଯିବ। ପାଠ୍ୟପୁସ୍ତକ ପ୍ରକାଶନ ନିର୍ଦ୍ଦେଶାଳୟ ସଂସ୍ଥାର ସୃଦୃଢ଼ୀକରଣ ହେବ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…