ଅକ୍ଟୋବର ୧୫ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ ପୁରୁଣା ଗାଡି ସ୍କ୍ରାପ କରିବାକୁ ନିର୍ଦ୍ଦେଶ

Spread the love

ଜେଏମଜେ ବ୍ୟୁରୋ : ଅକ୍ଟୋବର ୧୫ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ ପୁରୁଣା ଯାନବାହାନ ସ୍କ୍ରାପ କରିବାକୁ ନିର୍ଦ୍ଦେଶ ହୋଇଛି । ଏନେଇ ବାଣିଜ୍ୟ ପରିବହନ ବିଭାଗ ପକ୍ଷରୁ  ନିର୍ଦ୍ଦେଶନାମା ଜାରି କରାଯାଇଛି । ସବୁ  ବିଭାଗର ସଚିବଙ୍କ ସମେତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରମୁଖଙ୍କୁ ଏନେଇ ଚିଠି ହୋଇଛି ।  ଚିଠିରେ ଉଲ୍ଲେଖ ହୋଇଛି ଗତ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ମୋଟ ୪ ହଜାର ସରକାରୀ ଯାନବାହାନ ସ୍କ୍ରାପ ହୋଇସାରିଛି । ଏଥିପାଇଁ କେନ୍ଦ୍ର ଅର୍ଥମନ୍ତ୍ରାଳୟ ପକ୍ଷରୁ ସ୍ୱତନ୍ତ୍ର ସହାୟତା ବାବଦକୁ ରାଜ୍ୟକୁ ମିଳିଛି ୩ ଶହ କୋଟି ଟଙ୍କା । ତଥାପି ବାହାନ ଡାଟା ବେସ ଅନୁଯାୟୀ ୧୫ ବର୍ଷରୁ ଅଧିକ ଆହୁରି ୫ ହଜାର ସରକାରୀ ଗାଡି ସ୍କ୍ରାପ ହୋଇନାହିଁ । ୨୦୨୫- ୨୬ ଆର୍ଥିକ ବର୍ଷରେ କେନ୍ଦ୍ର ପକ୍ଷରୁ ସ୍କ୍ରାପ ପାଇଁ ସ୍ୱତନ୍ତ୍ର ସହାୟତା ଘୋଷଣା ହୋଇଛି । ସର୍ବାଧିକ ୫ ଶହ ଗାଡି ସ୍କ୍ରାପ ହୋଇଥିଲେ ପ୍ରତିଗାଡି ପିଛା ଏନସେନଟିଭ ୫୦ ହଜାର ୫ ଶହ ୨ରୁ ଏକ ହଜାର ଗାଡି ସ୍କ୍ରାପ ହୋଇଥିଲେ ପ୍ରତି ଗାଡି ପିଛା ୬୦ ହଜାର ଟହ୍‌କା ଏବଂ ୪ ହଜାରରୁ  ୬ ହଜାର ଗାଡି ସ୍କ୍ରାପ କରାଗଲେ ପ୍ରତି ଗାଡି ପିଛା ମିଳିବ ୧ ଲକ୍ଷ ୨୦ ହଜାର ଟଙ୍କା ।

  • jmjnewso

    Related Posts

    ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ…

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    Spread the love

    Spread the loveଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 27 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 33 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 35 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 41 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 41 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ