ମମିତା ମେହର ମୃତ୍ୟୁ ଘଟଣା ର CBI ତଦନ୍ତ ଦାବି କଲେ ଗୋବିନ୍ଦ ସାହୁଙ୍କ ପରିବାର

Spread the love

ଜେଏମଜେ ବ୍ୟୁରୋ : ବହୁଚର୍ଚ୍ଚିତ କଳାହାଣ୍ଡି ଶିକ୍ଷୟତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣା । ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ସାବ୍ୟସ୍ତ ହୋଇ ଜେଲ ଯାଇଥିବା ଓ ଜେଲରେ ଆତ୍ମହତ୍ୟା କରିଥିବା ସ୍କୁଲ ପରିଚାଳକ ଗୋବିନ୍ଦ ସାହୁଙ୍କ ପତ୍ନୀ ଓ ଝିଅ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି । ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା ନୁହେଁ ତାଙ୍କୁ ଜେଲ ଭିତରେ ହତ୍ୟା କରାଯାଇଛି ବୋଲି ପରିବାର ଲୋକ ଅଭିଯୋଗ ଆଣିଛନ୍ତି । ଆତ୍ମହତ୍ୟା ଘଟଣାରେ ସନ୍ଦେହ ପ୍ରକାଶ କରି ଏହାର CBI ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ଦାବି ପତ୍ର ଦେଇଛନ୍ତି ।

ମମିତା ମେହେର ହତ୍ୟାକାଣ୍ଡରେ ଗୋବିନ୍ଦ ସାହୁ ଜଣେ ଅଭିଯୁକ୍ତ ସାବ୍ୟସ୍ତ ହୋଇଥିଲେ । ଜେଲରେ ଥିବା ଅବସ୍ଥାରେ ସେ ଆତ୍ମହତ୍ୟା କରିଥିଲେ । ହେଲେ ଗୋବିନ୍ଦ ସାହୁଙ୍କ ପରିବାର ଏବେ ମୁହଁ ଖୋଲିଛନ୍ତି l ତାଙ୍କ ଝିଅ କହିଛନ୍ତି ଯେ, ତାଙ୍କ ବାପାଙ୍କୁ ମାରି ଦିଆଯାଇଥିଲା । ସେ କେବେ ଆତ୍ମହତ୍ଯା କରିବେ ନାହିଁ । ପୂର୍ବତନ ବିରୋଧୀ ଦଳ ନେତା, ତଥା ପୂର୍ବତନ ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ ନେତୃତ୍ୱରେ ଗୋବିନ୍ଦ ସାହୁ ପରିବାର ଓ ଏକ ଟିମ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । CBI ତଦନ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କରିଛନ୍ତି । ଏହାସହ ତତ୍କାଳୀନ ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କୁ ଏହି ଘଟଣା ପାଇଁ ଦାୟୀ କରିଛନ୍ତି ଗୋବିନ୍ଦଙ୍କ ଝିଅ । କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଏବଂ ତାଙ୍କ କୁଚକ୍ରୀ ଗୋଷ୍ଠୀଙ୍କ ଦ୍ୱାରା ଦିଆଯାଉଥିବା ଧମକରୁ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ମାଗିଛନ୍ତି ଗୋବିନ୍ଦ ସାହୁଙ୍କ ପରିବାର ଲୋକ

  • jmjnewso

    Related Posts

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    Spread the love

    Spread the loveଖଲ୍ଲିକୋଟ: ଜେଏମଜେ ନ୍ୟୁଜ : ଭିଜିଲାନ୍ସ ଜାଲରେ ପଡ଼ିଲେ ଅସାଧୁ ପୋଲିସ ଅଫିସର । ଜେଲ୍ ପଠାଇଦେବାର ଭୟ ଦେଖାଇ ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ । ସୂଚନା ଅନୁସାରେ, ଗୋଟିଏ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 34 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 31 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 54 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 26 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି