ନିଲମ୍ବିତ ପୁଲିସ କର୍ମଚାରୀଙ୍କ ସପକ୍ଷରେ ବାହାରିଲା ଓଡିଶା ପୁଲିସ ସଂଘ

Spread the love

ଜେଏମଜେ ବ୍ୟୁରୋ : ଭରତପୁର ଥାନାରେ ଜଣେ କ୍ୟାପଟେନ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ମରାଯିବା ଘଟଣାରେ ୫ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯିବା ପରେ ଏହାର ପ୍ରତିବାଦ କରିଛି ଓଡ଼ିଶା ପୁଲିସ ସଂଘ। ସଂଘ ପକ୍ଷରୁ ଶନିବାର କଟକରେ ଏକ ସାମ୍ବାଦିକ ସମ୍ମଳନୀ କରାଯାଇ କୁହାଯାଇଛି ଯେ, ଘଟଣାର ପ୍ରକୃତ କାରଣ ସମସ୍ତେ ଜାଣିଛନ୍ତି।
ବର୍ତ୍ତମାନ ଏହି ଘଟଣାର ତଦନ୍ତ ଚାଲିଛି। ଏହି ସମୟରେ ୫ ଜଣ ପୁଲିସ କର୍ମୀଙ୍କୁ ନିଲମ୍ବିତ କରିବା ଗ୍ରହଣୀୟ ନୁହେଁ। ନିଲମ୍ବନ ପ୍ରତ୍ୟାହାର କରାଯାଉ। ତଦନ୍ତ ପରେ ଯିଏ ଦୋଷୀ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ପୁଲିସ ଡିଜିଙ୍କ କାର୍ଯ୍ୟାନୁଷ୍ଠାନକୁ ସଂଘ ବିରୋଧ କରୁନି। କିନ୍ତୁ ବିଚାର ବିଭାଗୀୟ ତଦନ୍ତ କରାଯିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା କଥା।

ସଂଘର ସାଂଗଠନିକ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ କହିଛନ୍ତି, ଥାନାରେ ଯାହା ଘଟଣା ଘଟିଛି ସେଥିରେ ନିଲମ୍ବିତ ହୋଇଥିବା ପୁଲିସ କର୍ମଚାରୀ ଓ ଅଧିକାରୀଙ୍କ ସମ୍ପୃକ୍ତି ନାହିଁ। ସଂଘ ନିକଟରେ ଯାହା ବି ଭିଡିଓ ପ୍ରମାଣ ଅଛି ସେଥିରେ ସ୍ପଷ୍ଟ ହୋଇଛି କି ପୁଲିସ କର୍ମଚାରୀ ଓ ଅଧିକାରୀ ଘଟଣାରେ ସଂପୃକ୍ତ ନାହାଁନ୍ତି। ସେଥିପାଇଁ ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପରେ ଯାହା ବି ରିପୋର୍ଟ ଆସିବ ସେ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ।

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ