ଅଧିକ କାମକୁ ଅଧିକ ଦରମା, ନିର୍ଦ୍ଧାରିତ ସମୟରୁ ଅଧିକ କାମ କଲେ ୨ ଗୁଣା ମଜୁରି

Spread the love

ଜେଏମଜେ ବ୍ୟୁରୋ : ୨୭ତମ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର । ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ, ୧୯୫୬ରେ ସଂଶୋଧନ କରାଯାଇଛି । ଜଣେ କର୍ମଚାରୀ ଦିନକୁ ୧୦ ଘଣ୍ଟାରୁ ଅଧିକ କିମ୍ବା ସପ୍ତାହରେ ୪୮ ଘଣ୍ଟାରୁ ଅଧିକ କାମ କଲେ, ତାହା ଓଭରଟାଇମ୍‌ ହେବ
ଅତିରିକ୍ତ ସମୟ ପାଇଁ ଦରମା ବା ମଜୁରିକୁ ଦ୍ବିଗୁଣା ଦେବାକୁ ପଡ଼ିବ।

ରାଜ୍ୟରେ ରାତିରେ ମହିଳା କର୍ମଚାରୀଙ୍କ କାର୍ଯ୍ୟ ଉପରେ ପ୍ରତିବନ୍ଧକ ଲାଗିଥିଲା । କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ, ଏହି ପ୍ରତିବନ୍ଧକଙ୍କୁ ଏବେ ସରକାର ହଟାଇଦେଇଛନ୍ତି । ତେବେ ରାତିରେ କାମ କରିବାକୁ ସଂପୃକ୍ତ ମହିଳାଙ୍କ ସମ୍ମତି ଆବଶ୍ୟକ । ଆଉ ରାଜ୍ୟ ସରକାରଙ୍କ ଅଧିସୂଚିତ ସର୍ତ୍ତାବଳୀ ଅନୁସାରେ ମହିଳା କର୍ମଚାରୀଙ୍କୁ ନିୟୋଜିତ କରାଯାଇପାରିବ ।
ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ମିଳିଛି ।

ସେହିପରି ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ୨୨୬ କୋଟି ମଞ୍ଜୁର ହୋଇଛି। ୫୯ ଏକର ଜମିକୁ ନେଇ ପାରିପାର୍ଶ୍ୱିକ ବିକାଶ ପାଇଁ ଡିପିଆର୍‌ ପ୍ରସ୍ତୁତ ହେବ । ତାରିଣୀ ପୀଠରେ ଭକ୍ତଙ୍କ ପାଇଁ ଅନେକ ସୁବିଧା ରହିବ । ଏଥି ମଧ୍ୟରେ ରହିଛି ଯାତ୍ରୀ ନିବାସ, ନଡିଆ ଭଣ୍ଡାର , ପ୍ରସାଦ ସେବନ ପ୍ରକୋଷ୍ଠ, ଜିନିଷ ରଖିବା ଘର ଓ ମାର୍କେଷ୍ଟ କମ୍ପ୍ଲେକ୍ସ ।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 34 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 31 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 54 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 26 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି