ପ୍ରତି ପଞ୍ଚାୟତରେ ପ୍ରତିଷ୍ଠା ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ସ୍କୁଲ

Spread the love

ଜେଏମଜେ ବ୍ୟୁରୋ : କ୍ୟାବିନେଟ ବୈଠକ ପରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ପୂବ ସରକାରରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି ଥିଲା। 5T ନାଁରେ ଭଙ୍ଗା କାନ୍ଥରେ ରଙ୍ଗ ମାରୁଥିଲେ।ଭିତ୍ତିଭୂମି ବିକାଶ ହୋଇ ନ ଥିଲା, ଆମ ସରକାର ନୂଆ ଶିକ୍ଷାନୀତି ଲାଗୁ କରିଛନ୍ତି। ପ୍ରତି ପଞ୍ଚାୟତରେ ପ୍ରତିଷ୍ଠା ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ସ୍କୁଲ ପ୍ରତିଷ୍ଠା ହେବ।

ପ୍ରଥମ ପର୍ଯ୍ୟାୟରେ ୩ ବର୍ଷ ପର୍ଯ୍ୟନ୍ତ ୨ ହଜାର ୨୦୦ଟି ସ୍କୁଲ ନିର୍ମାଣ ହେବ। ଏଥିପାଇଁ ୧୨୦୦ କୋଟି ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି।

  • jmjnewso

    Related Posts

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    Spread the love

    Spread the loveଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ମୌସୁମୀ ଅଧିବେଶନ । ଏହି ସମୟରେ ବିଧାନସଭା କାର୍ଯ୍ୟକୁ ଶାନ୍ତିପୂର୍ଣ୍ଣ ଏବଂ ସୁରୁଖୁରୁରେ ପରିଚାଳନା କରିବା ନିମନ୍ତେ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 27 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 28 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 19 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 24 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 21 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 53 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।