ଟ୍ୱିନସିଟିରେ ୧୯୩ ମଣ୍ଡପ ପାଇଁ ୬୧ ପ୍ଲାଟୁନ୍ ଫୋର୍ସ ମୁତୟନ

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ପାର୍ବଣ ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡ଼ାକଡ଼ି। ସାମ୍ୱାଦିକ ସମ୍ମିଳନୀରେ ପୋଲିସ୍ କମିଶନର ଦେଇଛନ୍ତି ସୂଚନା। ଏଥର ଟ୍ୱିନସିଟିରେ ମୁତୟନ ହେବେ ୬୧ ପ୍ଲାଟୁନ୍ ଫୋର୍ସ। ପୋଲିସ ସହ ୨୦ ପ୍ଲାଟୁନ୍ ହୋମଗାର୍ଡ ମୁତୟନ ହେବେ। ମୋଟ ୧୯୩ ମଣ୍ଡପ ପାଇଁ ସୁରକ୍ଷା ବ୍ୟବସ୍ଥା ହୋଇଛି।

ପୋଲିସ୍ କମିଶନର କହିଛନ୍ତି, ୨୪ଟି ପେଣ୍ଡାଲରେ ଅଳଙ୍କାର ସୁରକ୍ଷା ବ୍ୟବସ୍ଥା ହୋଇଛି। ବିଦ୍ୟୁତ୍ ଓ ନିଆଁରୁ ରକ୍ଷା କରିବାକୁ ବିଶେଷ ପଦକ୍ଷେପ ନିଆଯାଇଛି। ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦିଆଯାଉଛି। ସେହିପରି ଡ୍ରୋନ୍ ସହାୟତାରେ ମଣ୍ଡପ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ସ୍ମାର୍ଟ କଣ୍ଟୋଲ୍ ରୁମ୍ ଜରିଆରେ ପାର୍ବଣ ପରିଚାଳନା କରାଯିବା ସହ ସିସିଟିଭି ନଜରରେ ରହିଛି ସବୁ ପୂଜା ମଣ୍ଡପ। ତେବେ ଏନେଇ ସମସ୍ତଙ୍କ ସହଯୋଗ ଲୋଡ଼ିଲେ CP ଏସ୍. ଦେବଦତ୍ତ ସିଂ।

ଅନ୍ୟପଟେ କଟକ ଦୁର୍ଗାପୂଜା ପାଇଁ ସହରରେ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି। ମହିଳା ଓ ଶିଶୁଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ରହିବ। ସୁରକ୍ଷା ପାଇଁ CCTV ଓ ଡ୍ରୋନ୍ ର ବ୍ୟବସ୍ଥା କରାଯାଇଛି ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ । ୩୯ ଟି ଏଡ୍ ପୋଷ୍ଟ ରହିବ। ଟ୍ରାଫିକ ପାଇଁ ରହିବ ସ୍ଵତନ୍ତ୍ର ବ୍ୟବସ୍ଥା। ସହରରେ ୩୫ଟି ପାର୍କିଂ ପ୍ଲେସ ଚିହ୍ନଟ ହୋଇଛି।

  • jmjnewso

    Related Posts

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହାକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ଘରଦ୍ୱାର ସଫାସୁତରାଠାରୁ ଆରମ୍ଭ କରି ନୂଆ ବସ୍ତ୍ର, ପୂଜା ସାମଗ୍ରୀ ଓ ବିଭିନ୍ନ ଖାଦ୍ୟପଦାର୍ଥ କିଣାକିଣିରେ…

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    Spread the love

    Spread the loveମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 65 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ