କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍

Spread the love

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍ ଅଧିକାରୀ । ୨୦୧୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ରଖାଯାଇଛି । ସେହିପରି ୨୦୧୪ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସୁଶ୍ରୀ ସ୍ୱାଧା ଦେବ ସିଂହଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ରଖାଯାଇଛି ।

ଏ ସମ୍ପର୍କରେ ସୋମବାର ଦିନ ନିର୍ଦ୍ଦେଶ ଜାରି କରାଯାଇଛି । ସୂଚନା ଅନୁଯାୟୀ, ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ରଖାଯାଇଛି ଏବଂ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ଦିଲ୍ଲୀର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟରେ ନିର୍ଦ୍ଦେଶକ ଭାବରେ ପାଞ୍ଚ ବର୍ଷ ପାଇଁ ନିଯୁକ୍ତ କରାଯାଇଛି । ଭାରତ ସରକାରଙ୍କ କାର୍ମିକ ଏବଂ ତାଲିମ ବିଭାଗ ପକ୍ଷରୁ ଆଜି ଏହି ସମ୍ପର୍କରେ ଓଡ଼ିଶାର ମୁଖ୍ୟ ସଚିବଙ୍କୁ ଏକ ଚିଠି ଜାରି କରାଯାଇଛି ।

  • jmjnewso

    Related Posts

    ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

    Spread the love

    Spread the loveଗୁଡ଼ାରୀ : ଜେଏମଜେ ନ୍ୟୁଜ : ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ରାସ୍ତା ନଥିବାରୁ ଖଟିଆରେ ବୁହାହେଲେ ଗର୍ଭବତୀ । ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଶିରିଗୁଡ଼ା ପଞ୍ଚାୟତର ସାଡକଣା ଗ୍ରାମରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ…

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଜୋରଦାର ହୋଇଛି। ଏହି ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସୁରୁଖୁରୁରେ ସମ୍ପାଦନ କରିବା ଲକ୍ଷ୍ୟରେ ନୂତନ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 34 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 31 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 54 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 26 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି