ପୋଲିସ SI ପରୀକ୍ଷାକୁ ସ୍ଥଗିତ:ବଡ଼ ଠକେଇରୁ ବର୍ତ୍ତିଲେ ୧୨୦ ଜଣ ପୋଲିସ SI ପରୀକ୍ଷାର୍ଥୀ

Spread the love

ଜେଏମଜେ ବ୍ୟୁରୋ : ଓଡ଼ିଶାରେ ହେବାକୁ ଥିବା ପୋଲିସ SI ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଆସନ୍ତା ଅକ୍ଟୋବର ୫ ଓ ୬ ରେ ହୋଇଥାନ୍ତା ପରୀକ୍ଷା । ପରବର୍ତ୍ତୀ ସମୟରେ ଆଗାମୀ ପରୀକ୍ଷା ତାରିଖ ଘୋଷଣା କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ମିଳିଛି । ତେବେ ସାନି ପରୀକ୍ଷା ତାରିଖ ପରବର୍ତ୍ତୀ ସମୟରେ ଘୋଷଣା ହେବ । ଏନେଇ ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

ପୋଲିସ SI ପରୀକ୍ଷାର୍ଥୀଙ୍କୁ ଠକେଇ ଉଦ୍ୟମ ! ବଡ଼ ଠକେଇରୁ ବର୍ତ୍ତିଲେ ୧୨୦ ଜଣ ପୋଲିସ SI ପରୀକ୍ଷାର୍ଥୀ । ହାଇଦ୍ରାବାଦର ଏକ ସଂସ୍ଥା ମିଡିଲମ୍ୟାନ ମାଧ୍ୟମରେ ଫସାଇଥିଲା । ହାଇଦ୍ରାବାଦ ଯାଉଥିଲାବେଳେ ପରୀକ୍ଷାର୍ଥୀଙ୍କୁ ଉଦ୍ଧାର କରିଛି ପୋଲିସ । ପୋଲିସ ହେଡ଼କ୍ଵାର୍ଟରରୁ ଖବର ପାଇ ଅତିରିକ୍ତ ଏସପିଙ୍କ ନେତୃତ୍ୱରେ ଏକ ପୋଲିସ ଟିମ ଆନ୍ଧ୍ରପ୍ରଦେଶ ଯାଇଥିଲା । ଶ୍ରୀକାକୁଲମ ଠାରେ ଠକେଇର ଶିକାର ହେବାକୁ ଯାଉଥିବା ପ୍ରାୟ ୧୨୦ ଜଣ ପିଲାଙ୍କୁ ଉଦ୍ଧାର କରିଛି ପୋଲିସ । ପୋଲିସ SI ପରୀକ୍ଷା ପାଇଁ ଆଶାୟୀ ପ୍ରାର୍ଥୀଙ୍କୁ ହାଇଦ୍ରାବାଦର ଏକ ସଂସ୍ଥା ମିଡିଲ ମ୍ୟାନ ମାଧ୍ୟମରେ ଫସାଇଥିଲା ଓ ଟଙ୍କା ମଧ୍ୟ ଆଦାୟ କରିଥିଲା । ଏଥିସହ ହେଲ୍ପ ଲାଇନ୍ ନମ୍ବର ଜାରି କଲା OPRB ।

ସ୍ବଚ୍ଛତାର ସହ CPSE 2024 ପରୀକ୍ଷା ପାଇଁ ଦିଆଗଲା ପଦକ୍ଷେପ । କିଛି ଅସାଧୁ ବ୍ୟକ୍ତି ପରୀକ୍ଷାର୍ଥୀଙ୍କୁ ଭୁଲ୍ ବାଟକୁ ନେବା ଉଦ୍ୟମ ପରେ ତତ୍ପରତା । ଲାଞ୍ଚ ନେଲେ କିମ୍ବା ଦେଲେ ସମ୍ପୃକ୍ତ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି ।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 34 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 31 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 54 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 26 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି