ବଙ୍ଗୋପସାଗରରେ ଗଭୀର ଅବପାତ: ୩ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Spread the love

ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ। ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପୁରୀ ଠାରୁ ୩ ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହେଉଛି ଅବପାତ। ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷୀଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ୧୦ କିମି ବେଗରେ ବଢ଼ୁଛି ଅବପାତ।ପ୍ରଭାବରେ ଗତକାଲି ଠାରୁ ଟ୍ବିନ୍ ସିଟିରେ ତୁହାକୁ ତୁହା ବର୍ଷା ଲାଗିରହିଛି। ୩ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଆସନ୍ତାକାଲି ଯାଏଁ ଲାଗି ରହିବ ପ୍ରବଳ ବର୍ଷା । ଆଜି ଦୁଇ ଜିଲ୍ଲା ଜଗତସିଂହପୁର ଓ ପୁରୀକୁ ରେଡ ୱାର୍ଣ୍ଣିଂ। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

୩ ତାରିଖ ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ବାତ୍ୟା ନେଇ IMDର କୌଣସି ଆକଳନ ଆସିନାହିଁ । କିନ୍ତୁ ବାତ୍ୟାର ପୂର୍ବାନୁମାନ କରିଛି JTWC। ଅବପାତଟି ସାମୁଦ୍ରିକ ଝଡ଼ ବାତ୍ୟାରେ ପରିଣତ ହେବା ପୂର୍ବାନୁମାନ କରିଛି ।

  • jmjnewso

    Related Posts

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ…

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 22 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 18 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 27 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 35 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 40 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 36 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ