କଂଗ୍ରେସର ‘ଗାନ୍ଧୀ ପଥେ ଓଡ଼ିଶା’ ପଦ ଯାତ୍ରା ଆରମ୍ଭ

Spread the love

ଜେଏମଜେ ବ୍ୟୁରୋ : ମାଲକାନଗିରି ଜିଲ୍ଲାର ଶେଷ ସୀମା ମୋଟୁ ମୁଗି ପଏଣ୍ଟରୁ ଗୁରୁବାରଠାରୁ ଆରମ୍ଭ ହୋଇଛି। କଂଗ୍ରେସ ଦଳର ‘ଗାନ୍ଧୀ ପଥେ ଓଡ଼ିଶା’ ପଦ ଯାତ୍ରା। ପିସିସି ସଭାପତି ଭକ୍ତଚରଣ ଦାସଙ୍କ ସମେତ କଂଗ୍ରେସର ସମସ୍ତ ଆଗଧାଡିର ନେତୃବୃନ୍ଦ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।ମୋଟୁଠାରେ ଏକ ସାଧାରଣ ସଭା ପରେ ପ୍ରାୟ ୭୦ କିଲୋମିଟର ପଦ ଯାତ୍ରା କରି କଂଗ୍ରେସ ନେତାମାନେ ପେଟେରୁ ଠାରେ ରାତ୍ରୀ ଯାପନ କରି ପୁନର୍ବାର ଆସନ୍ତା କାଲି ପୋଟେରୁ ଠାରୁ ପଦ ଯାତ୍ରା ଆରମ୍ଭ କରିବେ ବୋଲି ଜଣାପଡ଼ିଛି।

ସଭାପତି ଭକ୍ତଚରଣ ଦାସ କହିଛନ୍ତି, ଏହି ୬,୫୦୦ କିଲୋମିଟର ପଦଯାତ୍ରା ମାଧ୍ୟମରେ ଆମେ ଆସନ୍ତା ଗୋଟିଏ ବର୍ଷ ମଧ୍ୟରେ ଓଡ଼ିଶାର ସମସ୍ତ ୩୧୪ ବ୍ଲକ୍‌ରେ ପହଞ୍ଚିବୁ। ନ୍ୟାୟ ଏବଂ ସମାନତାର ଲଢ଼େଇ ଏକ ଲଢ଼ିବା ଯୋଗ୍ୟ ଯୁଦ୍ଧ। ଆମେ ଏହି ଐତିହାସିକ ଯାତ୍ରା ଆରମ୍ଭ କରିଛୁ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 34 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 31 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 54 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 27 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି