ଗଞ୍ଜାମ ବିଜେଡି କାର୍ଯ୍ୟାଳୟ ଠାରେ ନୂତନ କର୍ମକର୍ତାଙ୍କୁ ସମ୍ବର୍ଦ୍ଧନା

Spread the love

ବ୍ରହ୍ମପୁର : ଗଞ୍ଜାମ ବିଜେଡି କାର୍ଯ୍ୟାଳୟ ଠାରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଙ୍କ ଦ୍ୱାରା ମୋନନୀତ ଗଞ୍ଜାମ ଜିଲ୍ଲା ସୋସିଆଲ ମେଡ଼ିଆ କୋଅର୍ଡିନେଟର ,IT କୋଅର୍ଡିନେଟର ,ଷ୍ଟିରିଙ୍ଗ କମିଟି, ଇମ୍ପ୍ଲିମେସନ କମିଟି ର ସମସ୍ତ ସଦସ୍ୟ ଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା ଏହା ସହ ଗଞ୍ଜାମ ଜିଲ୍ଲା ରେ ହଉଥିବା ସାର କଳାବଜାରୀର ପର୍ଦାଫାର୍ସ କରିବା ସହ ପାତ୍ରପୁର ବ୍ଲକ ବାହୁଦା ନଦୀ ରେ ଘଟିଥିବା ଅଭାବନୀୟ ଘଟଣାରେ 3 ଜଣଙ୍କ ଅକାଳ ଵିୟୋଗ ର ଉଚିତ ତଦନ୍ତ ସହ ଉଚିତ ଅନୁକମ୍ପା ରାଶି ପ୍ରଦାନ ପାଇଁ ଦାବି ରଖି ମାନ୍ୟବର ପୂର୍ବତନ ବ୍ରହ୍ମପୁର ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳର ସଭାପତି ବିକ୍ରମ କୁମାର ପଣ୍ଡାଙ୍କ ଅଧକ୍ଷତାରେ
ଏକ ପ୍ରେସ ମିଟ ଅନୁଷ୍ଠିତ ହୋଇଯାଇଛି. ଏଥିରେ ଗଞ୍ଜାମ ବିଜୁ ଜନତା ଦଳର ସମସ୍ତ ବରିଷ୍ଟ ନେତୃବୃନ୍ଦ ସହ ଯୁବ ଛାତ୍ର ଏବଂ ମହିଳା ଯୋଗଦେଇଥିଲେ l

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ