କଟକରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ ଘୋଷଣା, ବିଶୃଙ୍ଖଳା କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ।

Spread the love

ଜେଏମଜେ ବ୍ୟୁରୋ : ଆଗାମୀ ୩୬ ଘଣ୍ଟା ପାଇଁ କଟକରେ ଲାଗୁ ହେଲା କର୍ଫ୍ୟୁ । କଟକ ସହରର ଏକାଧିକ ଥାନା ଅଞ୍ଚଳରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି । ଆଜି ରାତି ୧୦ଟାରୁ ଆସନ୍ତା ୩୬ ଘଣ୍ଟା ଯାଏଁ କର୍ଫ୍ୟୁ ବଳବତ୍ତର ରହିବ । ଦରଘା ବଜାର, ମଙ୍ଗଳାବାଗ, କ୍ୟାଣ୍ଟନମେଣ୍ଟଥାନା, ପୁରୀଘାଟ, ଲାଲବାଗ, ବିଡ଼ାନାସୀ, ମର୍କତନଗର ଥାନା, ସିଡିଏ ଫେଜ୍‌-୨, ମାଲଗୋଦାମ, ବାଦାମବାଡ଼ି ଥାନା, ଜଗତପୁର, ବୟାଳିଶିମୌଜା ଓ କଟକ ସଦର ଥାନା ଅଞ୍ଚଳରେ ଆଗାମୀ ୩୬ ଘଣ୍ଟା ପାଇଁ କର୍ଫ୍ୟୁ ଜାରି ରହିବ । ଏନେଇ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ପୋଲିସ୍ କମିଶନର ।

  • jmjnewso

    Related Posts

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।…

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    Spread the love

    Spread the loveଛତ୍ରପୁର :ଜେଏମଜେ ନ୍ୟୁଜ :ଗଞ୍ଜାମ ଜିଲ୍ଲାରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଜିଲ୍ଲାର ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମୋଟ ୨୮,୧୦,୯୫୧ ଜଣ ଭୋଟର ସ୍ଥାନ ପାଇଥିବାବେଳେ ୧୮-୧୯ ବର୍ଷ ବୟସର ୧୯,୮୪୯ ଜଣ ଯୁବ ଭୋଟର ନାମ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 26 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 33 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 35 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 41 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 39 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ