କଟକ ରେ ‘ଆଇନ ଶୃଙ୍ଖଳା ବଜାୟ ରଖିବାକୁ ଆମେ ସଂପୂର୍ଣ୍ଣ ପ୍ରସ୍ତୁତ: ଡିଜିପି

Spread the love

କଟକ: (ଜେଏମଜେ ବ୍ୟୁରୋ ): କଟକରେ ଉତ୍ତେଜନା ପରେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ତଦାରଖ କରିଛନ୍ତି ଡିଜିପି ୱାଇ ବି ଖୁରାନିଆ । ସେ କହିଛନ୍ତି ଯେ, ସ୍ଥିତି ନେଇ ବରିଷ୍ଠ ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା ସରିଛି । ଆଇନ ଶୃଙ୍ଖଳା ବଜାୟ ରଖିବାକୁ କମିସନରେଟ ପୋଲିସ ଓ ଓଡ଼ିଶା ପୋଲିସ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ।

ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ଆଇନରେ ଯେତେ କ୍ଷମତା ପ୍ରଦାନ କରାଯାଇଛି, ସମସ୍ତ କ୍ଷମତା ବ୍ୟବହାର ହେବ ବୋଲି ଡିଜିପି କହିଛନ୍ତି ।

ସେ କଟକବାସୀଙ୍କୁ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ଅପିଲ କରିଛନ୍ତି । ସୋସିଆଲ୍ ମିଡିଆରେ ଚାଲୁଥିବା ତଥ୍ୟ ଉପରେ ବିଶ୍ବାସ ନକରିବାକୁ ସେ ପରାମର୍ଶ ଦେଇଛନ୍ତି । ପୋଲିସ ୱେବସାଇଟ୍ ରେ ଥିବା ତଥ୍ୟ ଉପରେ ହିଁ କେବଳ ବିଶ୍ବାସ କରିବାକୁ କହିଛନ୍ତି ଡିଜିପି ୱାଇ ବି ଖୁରାନିଆ ।

  • jmjnewso

    Related Posts

    ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ…

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    Spread the love

    Spread the loveଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 26 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 33 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 33 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 39 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 37 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ