ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ: ଶ୍ରୀକ୍ଷେତ୍ରରେ ହଜାର ହଜାର ହବିଷ୍ୟାଳି

Spread the love

ଜେଏମଜେ ବ୍ୟୁରୋ : ଚଳିତ ବର୍ଷର କାର୍ତ୍ତିକ ବ୍ରତ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ବ୍ରତ ପାଳନ ପାଇଁ ହବିଷ୍ୟାଳିମାନେ ପୁରୀରେ ଆସି ପହଞ୍ଚିଛନ୍ତି। ତେବେ ୧ ମାସ ଧରି ଚାଲିବାକୁ ଥିବା ଏହି ବ୍ରତ ନଭେମ୍ବର ୫ରେ ସମାପ୍ତ ହେବ। ପୁରୀ ର ୫ ଟି ହବିଷ୍ୟାଳୀ କେନ୍ଦ୍ର ରେ ୨୫ଶହ ହବିଷ୍ୟାଳୀଙ୍କ ପାଇଁ ରହିବାର ବ୍ୟବସ୍ଥା ହୋଇଛି। ସେହିପରି ଅନଲାଇନରେ ଯୋଗ୍ୟ ବିବେଚିତ ହୋଇଥିବା ହବିଷ୍ୟାଳିମାନେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ କେନ୍ଦ୍ରଗୁଡ଼ିକରେ ପହଞ୍ଚିବା ପରେ ନାମ ପଞ୍ଜୀକରଣ କରାଇ ନିଜ ନିଜ କୋଠରିରେ ରହିଥିବା ଜଣାପଡ଼ିଛି।

ଅପରପକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ହବିଷ୍ୟାଳିଙ୍କ ନିମନ୍ତେ ଜଗନ୍ନାଥ ଦର୍ଶନ, ମହାପ୍ରସାଦ ସେବନ, ସ୍ବାସ୍ଥ୍ୟ ପରୀକ୍ଷା, ପାନୀୟ ଜଳ ଓ ସ୍ବେଚ୍ଛାସେବୀଙ୍କ ସହଯୋଗ ପାଇଁ ବ୍ୟବସ୍ଥା ସହ ସନ୍ଧ୍ୟାରେ ପାଲା, ଦାସ କାଠିଆ ଆଦି ପରିବେଷଣ ନେଇ ମଧ୍ୟ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି।

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ