୨୪ ତାରିଖରେ ବିଜେଡିର ୬ ଘଣ୍ଟିଆ ବନ୍ଦ ଡାକରା.

Spread the love

ଜେଏମଜେ ବ୍ୟୁରୋ : ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାର ପ୍ରତିବାଦ କରି ଆସନ୍ତା ୨୪ ତାରିଖ ଅର୍ଥାତ୍ ମଙ୍ଗଳବାର ୬ ଘଣ୍ଟିଆ ଭୁବନେଶ୍ବର ବନ୍ଦ ଡାକରା ଦେବ ବିଜେଡି । ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର ।ତେବେ ଏନେଇ ଦେବୀ ମିଶ୍ର କହିଛନ୍ତି, ମହିଳା ସୁରକ୍ଷା ରାଜ୍ୟରେ ବିପର୍ଯ୍ୟସ୍ତ ହୋଇଛି ।
ସେନା ଅଧିକାରୀ ପୋଲିସ ବିବାଦ ପ୍ରସଙ୍ଗରେ ସେନା ଅଧିକାରୀ ଏବଂ ତାଙ୍କ ବାନ୍ଧବୀଙ୍କୁ ନ୍ୟାୟ ଦାବି ଏବଂ ସରକାରଙ୍କ ଉଦାସୀନତାକୁ ବିରୋଧ କରି ଆସନ୍ତା ମଙ୍ଗଳବାର ଭୁବନେଶ୍ୱର ଓ ସଲଗ୍ନ ଅଞ୍ଚଳରେ ବିଜେଡି ପକ୍ଷରୁ ବନ୍ଦ ପାଳନ କରାଯିବ । ମଙ୍ଗଳବାର ସକାଳ ୬ଟାରୁ ଦିନ ୧ଟା ଯାଏଁ ବିଜେଡି ବନ୍ଦ ପାଳିବ ବୋଲି ସୂଚନା ମିଳିଛି

  • Related Posts

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ କାଲିଘାଟ ବାସଭବନ ଏବଂ ରାଜ୍ୟ ସଚିବାଳୟ, ନବାନ୍ନାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତାଙ୍କ ବାସଭବନ ନିକଟରେ କିଛି ଲୋକ ‘ଜୟ ଶ୍ରୀ…

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ର ହାଇ-ଭୋଲଟେଜ୍ ଲଢ଼େଇ ପରେ ଆଜି ସମସ୍ତଙ୍କ ନଜର ଭୋଟ୍ ଗଣତି ଉପରେ ରହିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (TMC) ଏବଂ ଭାରତୀୟ ଜନତା…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!