ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ : ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସମୀକ୍ଷା.

Spread the love

ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଛି ଗୁରୁତ୍ବପୂର୍ଣ୍ଣ ବୈଠକ । ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସମୟରେ ଗୃହ ବିଭାଗ ଓ ଆଇନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ । ପୁଲିସ ଡିଜି, ଗୃହ ସଚିବ, ଗୁଇନ୍ଦା ନିର୍ଦ୍ଦେଶକ, ପୁଲିସ କମିସନର ବୈଠକରେ ସାମିଲ ହୋଇଥିଲେ ।
ବୈଠକରେ ମୁଖ୍ୟ ଶାସନ ସଚିବ, ଆଇନଶୃଙ୍ଖଳା ଏଡିଜି ସାମିଲ ହୋଇଛନ୍ତି । ଗଲା କିଛି ଦିନ ଧରି ଘଟିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ତର୍ଜମା ହୋଇଛି ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ…

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    Spread the love

    Spread the loveଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 27 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 33 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 35 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 41 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 41 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ