ନୂଆପଡା ଉପନିର୍ବାଚନ ପାଇଁ ବିଜେଡିର ୩ କମିଟି ଗଠିତ

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ନୂଆପଡା ଉପନିର୍ବାଚନକୁ ନଜରରେ ରଖି ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ବୁଧବାର ଦିନ ବରିଷ୍ଠ ନେତାମାନଙ୍କୁ ନେଇ ତିନୋଟି କମିଟି ଗଠନ କରିଛନ୍ତି।

ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ସ୍ନେହାଙ୍ଗିନୀ ଛୁରିଆ, ଟୁକୁନି ସାହୁ, ନିରଞ୍ଜନ ବିସି ଏବଂ ଏମଡି ଆୟୁବ ଖାନଙ୍କ ଭଳି ବରିଷ୍ଠ ନେତାଙ୍କୁ ୬ ସଦସ୍ୟ ବିଶିଷ୍ଟ ପରିଚାଳନା କମିଟିରେ ନିଯୁକ୍ତ କରାଯାଇଛି।

ସେହିପରି ୬ ଜିଲ୍ଲା ପରିଷଦ ଏବଂ ୪ ୟୁଏଲବି ଜୋନକୁ ନେଇ ୧୦ ସଦସ୍ୟ ବିଶିଷ୍ଟ ଜୋନାଲ କମିଟି ଗଠନ କରାଯାଇଛି। ଏହି କମିଟିର ସଦସ୍ୟମାନେ ହେଲେ କଳିକେଶ ନାରାୟଣ ସିଂହ ଦେଓ (ନୂଆପଡା ଏନଏସି), ସାରଦା ନାୟକ (ନୂଆପଡା ଏନଏସି), ସୁଦାମ ମାରାଣ୍ଡି, ଦେବେଶ ଆଚାର୍ଯ୍ୟ, ସରୋଜ ମେହେର, ମନୋହର ରନ୍ଧାରୀ, ରୋହିତ ପୂଜାରୀ (ଖରିଆର ଏନଏସି), ପ୍ରଦୀପ ମାଝୀ, ଯୋଗେଶ ସିଂହ ଏବଂ ବିକ୍ରମ ପଣ୍ଡା (ଖରିଆର ଏନଏସି)।ଅପରପକ୍ଷେ ସ୍ଥାନୀୟ କାର୍ଯ୍ୟ କମିଟିରେ ଆଦିରାଜ ପାଣିଗ୍ରାହୀ, ଅବନୀ ଯୋଶୀ ଏବଂ ମନୋଜ ମିଶ୍ର ପ୍ରମୁଖ ଅଛନ୍ତି। ତେବେ ଏହି ନିର୍ଦ୍ଦେଶ ତୁରନ୍ତ କାର୍ଯ୍ୟକାରୀ ହେବ ବୋଲି ସେ କହିଛନ୍ତି।

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ