ପୋଲିସ ଏସଆଇ ପରୀକ୍ଷା ଜାଲିଆତି; ୧୧୯ ଜଣଙ୍କ ଜାମିନ ଆବେଦନ ଖାରଜ

Spread the love

ବ୍ରହ୍ମପୁର: ଓଡ଼ିଶାରେ ପୋଲିସ ସବ-ଇନ୍ସ୍‌ପେକ୍ଟର (SI) ଭର୍ତ୍ତି ପରୀକ୍ଷାରେ ଅନିୟମିତତା ଓ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୧୧୯ ଜଣ ଗିରଫଙ୍କ ଜାମିନ ଆବେଦନ ଖାରଜ । ଗିରଫ ୧୧୪ ପରୀକ୍ଷାର୍ଥୀ ଓ ୫ ଦଲାଲଙ୍କ ଜାମିନ ଆବେଦନ ଖାରଜ ହୋଇଛି ।ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ ଗିରଫଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ।

ବ୍ରହ୍ମପୁର ଜିଲା ଓ ସେସନ୍ସ ଜଜ କୋର୍ଟରେ ଜାମିନ ଆବେଦନ ଉପରେ ଶୁଣାଣି ବେଳେ ବିଚାରପତି ସମସ୍ତ ଅଭିଯୁକ୍ତଙ୍କ ଆବେଦନକୁ ନାମଞ୍ଜୁର କରି ସେମାନଙ୍କୁ ନ୍ୟାୟିକ ହେପାଜତରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁସାରେ, ରାଜ୍ୟରେ ହେବାକୁ ଥିବା ପୋଲିସ ଏସଆଇ ପରୀକ୍ଷା ସ୍ଥଗିତ କରାଯାଇଛି। ପରବର୍ତ୍ତୀ ସମୟରେ ପରୀକ୍ଷା ତାରିଖ ଘୋଷଣା ହେବ। ତେବେ ଲାଞ୍ଚ କାରବାର ଓ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିବା ପରେ ପରୀକ୍ଷା ସ୍ଥଗିତ ଘୋଷଣା ହୋଇଛି। ଏହି କେଲେଙ୍କାରୀରେ ୨୯ କୋଟି ୨୫ ଲକ୍ଷ ଟଙ୍କାର ଲାଞ୍ଚ କାରବାର ପାଇଁ ହୋଇଥିବା ଡିଲ୍ ସମ୍ପର୍କିତ ତଥ୍ୟ ସାମ୍ନାକୁ ଆସିଛି। ପରୀକ୍ଷାର୍ଥୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆଦାୟ ହୋଇଥିଲା। ଆସନ୍ତା ଅକ୍ଟୋବର ୫ ଏବଂ ୬ ତାରିଖରେ ହୋଇଥାନ୍ତା ପରୀକ୍ଷା।

  • jmjnewso

    Related Posts

    ରାଜ୍ୟରେ ଦରଦାମ ବୃଦ୍ଧି, ସ୍ବୀକାର କଲେ ସରକାର

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଦିନକୁ ଦିନ ବଢ଼ିବାରେ ଲାଗିଛି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ । ତେଲରୁ ଚିନି, ଡାଲିରୁ ପିଆଜ । ସବୁ ସମାଗ୍ରୀର ଦାମ ହୁ ହୁ ହୋଇ ବଢ଼ୁଥିବାବେଳେ ଏ ପ୍ରସଙ୍ଗ ବିଧାନସଭାରେ…

    ରାଜ୍ୟରେ ୨ ଲକ୍ଷ ୩୦ ହଜାର ଷଣ୍ଢ, ବିଧାନସଭାରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବିଧାନସଭାରେ ଷଣ୍ଢ ହିସାବ । ସଂଖ୍ୟା ହିସାବ ଦେଲେ ମନ୍ତ୍ରୀ । ରାଜ୍ୟରେ ଅଛନ୍ତି ୨ ଲକ୍ଷ ୩୦ ହଜାର ୪୦୩ ଷଣ୍ଢ । ୨୦୧୯ ଗଣନା ଅନୁଯାଇ ୨ ଲକ୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ତାଳସରରେ ଜାତୀୟ ଆୟୁର୍ବେଦ ଦିବସ ପାଳିତ ।

    • By jmjnewso
    • September 23, 2026
    • 16 views
    ତାଳସରରେ ଜାତୀୟ ଆୟୁର୍ବେଦ ଦିବସ ପାଳିତ ।

    କନ୍ୟାରୀବାଡିରେ ପାନୀୟ ଜଳ ଯୋଗାଣ ଠପ୍

    • By jmjnewso
    • September 23, 2026
    • 17 views
    କନ୍ୟାରୀବାଡିରେ ପାନୀୟ ଜଳ ଯୋଗାଣ ଠପ୍

    ଗାନ୍ଧି ମାର୍ଗରେ ବିଜେଡିର ରଣହୁଙ୍କାର, ପୁଲିସ ସହ ଧସ୍ତାଧସ୍ତି

    • By jmjnewso
    • September 23, 2026
    • 18 views
    ଗାନ୍ଧି ମାର୍ଗରେ ବିଜେଡିର ରଣହୁଙ୍କାର, ପୁଲିସ ସହ ଧସ୍ତାଧସ୍ତି

    ରାଜ୍ୟରେ ଦରଦାମ ବୃଦ୍ଧି, ସ୍ବୀକାର କଲେ ସରକାର

    • By jmjnewso
    • September 23, 2026
    • 22 views
    ରାଜ୍ୟରେ ଦରଦାମ ବୃଦ୍ଧି, ସ୍ବୀକାର କଲେ ସରକାର

    ରାଜ୍ୟରେ ୨ ଲକ୍ଷ ୩୦ ହଜାର ଷଣ୍ଢ, ବିଧାନସଭାରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା

    • By jmjnewso
    • September 23, 2026
    • 8 views
    ରାଜ୍ୟରେ ୨ ଲକ୍ଷ ୩୦ ହଜାର ଷଣ୍ଢ, ବିଧାନସଭାରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା

    ଅଙ୍ଗନବାଡ଼ି କର୍ମୀଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା କରିବେ ଉପଜିଲ୍ଲାପାଳ । କାର୍ଯ୍ୟ ସନ୍ତୋଷଜନକ ନ ଥିଲେ ପଦ ଯିବ!

    • By jmjnewso
    • September 23, 2026
    • 48 views
    ଅଙ୍ଗନବାଡ଼ି କର୍ମୀଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା କରିବେ ଉପଜିଲ୍ଲାପାଳ । କାର୍ଯ୍ୟ ସନ୍ତୋଷଜନକ ନ ଥିଲେ ପଦ ଯିବ!