ଏଣିକି ପ୍ରିମାଟ୍ରିକ୍ ସ୍କଲାରସିପ୍‌ରେ ମିଳିବ ୧୬ ହଜାର ଟଙ୍କା

Spread the love

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): ଏଣିକି ପ୍ରିମାଟ୍ରିକ୍ ସ୍କଲାରସିପ୍‌ରେ ମିଳିବ ୧୬ ହଜାର ଟଙ୍କା। ୧୦ ହଜାର ୫୦୦ରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର। ଅନ୍ୱେଷା ଯୋଜନାରେ ଛାତ୍ରଛାତ୍ରୀମାନଙ୍କୁ ମିଳିବ ୧୭ ହଜାର ଟଙ୍କା। ପୋଷ୍ଟ ମାଟ୍ରିକ ସ୍କଲାରସିପ୍‌ରେ ଛାତ୍ରମାନଙ୍କୁ ୧୬ ହଜାର ଟଙ୍କା ମିଳିବ। ସେହିପରି ପୋଷ୍ଟ ମାଟ୍ରିକ ସ୍କଲାରସିପ୍‌ରେ ଛାତ୍ରୀମାନଙ୍କୁ ମିଳିବ ୧୭ ହଜାର ଟଙ୍କା।

  • jmjnewso

    Related Posts

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରଥମେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। କଳା (ରାଜନୀତି ବିଜ୍ଞାନ)ରେ ୯୪.୫୦%, ବିଜ୍ଞାନ (ପଦାର୍ଥ ବିଜ୍ଞାନ)ରେ ୯୬.୫୦%,…

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ