‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍

Spread the love

ଜେଏମଜେ ବ୍ୟୁରୋ : ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍ । ପୋଲିସ୍ ଏସ୍‌ଆଇ ନିଯୁକ୍ତି ଘୋଟାଲା ଲିଙ୍କରେ କ୍ରାଇମବ୍ରାଞ୍ଚ ରେଡ୍ କରିଛି । ଭୁବନେଶ୍ୱର ସିଆରପି ଛକରେ ଥିବା ସେଣ୍ଟର ରେଡ୍ କରିଛି କ୍ରାଇମବ୍ରାଞ୍ଚ । ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସିଂ ଅଭିଯୋଗରେ ଛାନଭିନ୍ ଚାଲିଛି । ସୂଚନା ଅନୁଯାୟୀ, ପଞ୍ଚସଫ୍ଟ ମୁଖ୍ୟ ଶଙ୍କର ପୃଷ୍ଟିଙ୍କର ‘ବଣିକ’ ମାଲିକଙ୍କ ସହ ସମ୍ପର୍କ ଥିବା ସୂଚନା ମିଳିଛି। ବିଜୟନଗର ଯାଉଥିବା କିଛି ପରୀକ୍ଷାର୍ଥୀ ‘ବଣିକ’ କୋଚିଂରେ ପଢ଼ୁଥିବା ଜଣାପଡ଼ିଛି। କ୍ରାଇମବ୍ରାଞ୍ଚ ଅଧିକାରୀମାନେ ‘ବଣିକ’ର ଗତ ୫ ବର୍ଷର ରେକର୍ଡ ଯାଞ୍ଚ କରୁଛନ୍ତି।

  • jmjnewso

    Related Posts

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    Spread the love

    Spread the love ବୁଗୁଡ଼ା,୨୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଅବକାରୀ ଥାନା ପକ୍ଷରୁ ଅଚାନକ ଚଢାଉ କରାଯାଇ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଚଢିଆପଲ୍ଲୀଠାରେ ଏକ ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ କରି ଜଣେ ଆସାମୀଙ୍କୁ ଗିରଫ…

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    Spread the love

    Spread the love ଭୁବନେଶ୍ୱର :ଜେଏମଜେ ନ୍ୟୁଜ : ରାତି ଅଧରେ ମହିଳା ସହକର୍ମୀଙ୍କ ଘରେ ପଶି ହଙ୍ଗାମା ଓ ଅସଦାଚରଣ କରିବା ମହଙ୍ଗା ପଡ଼ିଲା। ଗିରଫ ହେଲେ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳ। ତାଙ୍କୁ ଗିରଫ କରିଛି…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 34 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 34 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 35 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 44 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 47 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ