ରାଣୀ ଗାଁ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୫ ଅନୁଷ୍ଠିତ

Spread the love

ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଳକ ଚିଙ୍ଗୁଡ଼ିଘାଈ ସ୍ଥିତ ନେତ୍ରୋତ୍ସବ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଗୋପବନ୍ଧୁ ଖୁଣ୍ଟିଆ ଙ୍କ ସଭାପତିତ୍ବରେ ରାଣୀ ଗାଁ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ଉତ୍ସବ ର ପ୍ରଥମ ଅଧିବେଶନରେ ପ୍ରଧାନ ଶିକ୍ଷକ ଗୋପବନ୍ଧୁ ଖୁଣ୍ଟିଆ,ସି ଆର୍ ସି ସି ବିନାୟକ ସାହୁ,ବରିଷ୍ଠ ଶିକ୍ଷକ ବିଷ୍ଣୁ ପ୍ରସାଦ ମିଶ୍ର ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ କୁ ଶୁଭାରମ୍ଭ କରିବା ପରେ ବିଭିନ୍ନ ପ୍ରତିଯୋଗିତା ଯଥା ବିତର୍କ,ପି ଏମ୍ ପୋଷଣ ଚିତ୍ରକଳା, ସଙ୍ଗୀତ, ସୃଜନଶୀଳ ଲିଖନ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ଏଥିରେ ୧୦ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଭାଗ ନେଇଥିବା ଜଣାଯାଇଛି.। ଅପରାହ୍ନ ରେ ଅନୁଷ୍ଠିତ ଦ୍ଵିତୀୟ ଅଧିବେଶନ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବରଗାଁ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଅନ୍ୟାନ୍ୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମାନେ ଯୋଗ ଦେଇଥିଲେ।

ସଭାର ଆରମ୍ଭ ରେ ସମସ୍ତ ପ୍ରଧାନ ଶିକ୍ଷକ ମାନଙ୍କୁ ଉପଢୌକନ ଦେଇ ସମ୍ବର୍ଧିତ କରାଯାଇଥିଲା ଏବଂ କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ।

ରାଣୀ ଗାଁ କ୍ଳଷ୍ଟର ସିଆର୍ ସି ସି, ବିନାୟକ ସାହୁ ସଭା ସଂଯୋଜନା କରିଥିବା ବେଳେ ଏହି ବିଦ୍ୟାଳୟ ର ଶିକ୍ଷକ ମନୋଜ ସାହୁ, ଲକ୍ଷ୍ମୀଧର ସାହୁ, ଚନ୍ଦ୍ର ଦାସ ସାମଲ,ଅମିତ୍ରୀ ବେହେରା ଓ କର୍ମଚାରୀମାନେ ଓ ଅନ୍ୟାନ୍ୟ ବିଦ୍ୟାଳୟ ରୁ ଆସିଥିବା ଗାଇଡ୍ ଶିକ୍ଷକ ମାନେ କାର୍ଯ୍ୟକ୍ରମ କୁ ସଫଳ କରିବା ନିମନ୍ତେ ସହଯୋଗ କରିଥଲେ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 29 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 22 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 19 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..