ବିଜେପିରେ ମିଶିବେ ଜୟ ଢୋଲକିଆ!

Spread the love

ଜେଏମଜେ ବ୍ୟୁରୋ : ନୂଆପଡା ରାଜନୀତି ଉଷ୍ମ ହେବାରେ ଲାଗିଛି.. ପୂର୍ବତନ ବିଜେଡି ବିଧାୟକ ଙ୍କ ପୁଅ ଜୟ ଢୋଲକିଆ ବିଜେଡି ଛାଡି ବିଜେପି ରେ ମିଶିବେ ବୋଲି ଚର୍ଚ୍ଚା ଧରିବା ପରେ ବିଜେପି ନେତା ବସନ୍ତ ପଣ୍ଡା ଙ୍କୁ ମନାଇବାରେ ଲାଗିଛି ବିଜେପି…

ଯାହା ଆଲୋଚନା ହେଉଛି
ଜୟ ଢୋଲକିଆ ବିଜେପିରେ ମିଶିବା ପୂର୍ବରୁ ପୂର୍ବତନ ନୂଆପଡ଼ା ବିଧାୟକ ବସନ୍ତ ପଣ୍ଡାଙ୍କ ସହିତ ହେଉଛି ବଡ଼ ବୈଠକ । ଏହି ବୈଠକରେ ଉପସ୍ଥିତ ଅଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ସଂଗଠନ ମହାମନ୍ତ୍ରୀ ମାନସ ମହାନ୍ତି ଓ ବସନ୍ତ ପଣ୍ଡା । ବସନ୍ତ ପଣ୍ଡାଙ୍କୁ ମାନଭଞ୍ଜନ କରାଯାଉଥିବା ଚର୍ଚ୍ଚା ହେଉଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସାଙ୍ଗଠନିକ ମହାମନ୍ତ୍ରୀ ମାନସ ମହାନ୍ତି, ବସନ୍ତ ପଣ୍ଡାଙ୍କୁ ବୁଝାଉଛନ୍ତି ।୨୦୨୪ ବିଧାନସଭା ନିର୍ବାଚନରେ ନୂଆପଡ଼ା ନିର୍ବାଚନମଣ୍ଡଳୀରେ ବିଜେପିରୁ ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ପ୍ରାର୍ଥୀ ହୋଇଥିଲେ । କିନ୍ତୁ ବିଜେଡିର ରାଜେନ୍ଦ୍ର ଢୋଲକିଆଙ୍କଠାରୁ ହାରିଯାଇଥିଲେ । ତେବେ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ାରେ ଉପନିର୍ବାଚନ ହେବାକୁ ଯାଉଛି । ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ମିଶି ପଦ୍ମ ଟିକେଟରେ ନିର୍ବାଚନ ଲଢ଼ିବେ ବୋଲି ଚର୍ଚ୍ଚା ହେଉଛି ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ