କଳିଙ୍ଗା ଘାଟି ଭୂସ୍ଖଳନ ସ୍ଥଳରେ ପୁଣି ଧୋଇଗଲା ୨୫ଫୁଟ ସିମେଣ୍ଟ କଂକ୍ରିଟ ରାସ୍ତା

Spread the love

ଜେଏମଜେ ବ୍ୟୁରୋ : କଳିଙ୍ଗା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଧୋଇ ହୋଇଯିବା ଘଟଣାକୁ ଆଜି ୨୮ଦିନ ବିତିଗଲା। ରାସ୍ତା ନିର୍ମାଣ ଚାଲିଛି। କିନ୍ତୁ ବର୍ଷା ତୁହାକୁ ତୁହା ହେଉଥିବା ବେଳେ ଦୁଇ ଦୁଇ ଥର ସେଇ ଗୋଟିଏ ସ୍ଥାନରେ ଭୂସ୍ଖଳନ ଦେଖାଯାଇଛି।

କଳିଙ୍ଗା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଧୋଇ ହୋଇଯିବା ଘଟଣାକୁ ଆଜି ୨୮ଦିନ ବିତିଗଲା। ରାସ୍ତା ନିର୍ମାଣ ଚାଲିଛି। କିନ୍ତୁ ବର୍ଷା ତୁହାକୁ ତୁହା ହେଉଥିବା ବେଳେ ଦୁଇ ଦୁଇ ଥର ସେଇ ଗୋଟିଏ ସ୍ଥାନରେ ଭୂସ୍ଖଳନ ଦେଖାଯାଇଛି। ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ପ୍ରବଳ ବର୍ଷାକୁ ପ୍ରଖର ଜଳସ୍ରୋତ ପାହାଡ଼ରୁ ଖସିବା ଯୋଗୁଁ ରାସ୍ତା କାର୍ଯ୍ୟରେ ବାରମ୍ବାର ବ୍ୟାଘାତ ଦେଖାଯାଉଛି।ଗତକାଲି ରାସ୍ତା ନିର୍ମାଣ କାର୍ଯ୍ୟ ସମାପ୍ତ ହେବାକୁ ଥିବା ବେଳେ ସନ୍ଧ୍ୟାରେ ପ୍ରବଳ ବର୍ଷା ଯୋଗୁଁ ପାହାଡ଼ ଉପରେ ପ୍ରଖର ଜଳସ୍ରୋତରେ ନବନିର୍ମିତ ୨୫ଫୁଟ ସିମେଣ୍ଟ କଂକ୍ରିଟ ରାସ୍ତା ଧୋଇ ହୋଇଯାଇଛି। ଆଜି ପୁଣି ସେଇ ୨୫ଫୁଟ ରାସ୍ତା ଜେସିବି ସାହାଯ୍ୟରେ ବାହାର କରି ପୁନର୍ବାର ଏକ ଫୁଟ ସିମେଣ୍ଟ କଂକ୍ରିଟ ଢ଼ଳେଇ କରାଯାଇଛି। ଏହାପରେ ଦୁଇଦିନ ଶୁଖିବା ପାଇଁ ଛାଡ଼ି ଦିଆଯିବ। ତାପରେ ପାହାଡ଼ ଉପରେ ବିପଦ ଶଙ୍କୁଳ ଅବସ୍ଥାରେ ଝୁଲି ରହିଥିବା ବଡ଼ବଡ଼ ପଥର ଗୁଡ଼ିକ ବ୍ଳାଷ୍ଟିଂ କରାଯାଇ ତଳକୁ ଖସାଯିବ ବୋଲି ବିଭାଗୀୟ ଅଧିକାରୀ ସୂଚନା ପ୍ରଦାନ କରିଛନ୍ତି।

  • jmjnewso

    Related Posts

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    Spread the love

    Spread the loveଛତ୍ରପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ମୁକାବିଲା କରିବାକୁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ଆସନ୍ତାକାଲିଠାରୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର…

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    Spread the love

    Spread the loveଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ ଶିକ୍ଷକ ପଦୋନ୍ନତିରେ ଅନିୟମିତତା ଆସିଲା ନେଇ ଅଭିଯୋଗ.. ଜିଲ୍ଲା ଶିକ୍ଷା ଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ବିଭିନ୍ନ ବିଦ୍ୟାଳୟ ରେ ଅଶାନ୍ତି ଆଶଙ୍କା ଦେଖାଦେଲାଣି..ଗଞ୍ଜାମ ଜିଲ୍ଲାର ପ୍ରାଥମିକ ଶିକ୍ଷକମାନଙ୍କର ପଦୋନ୍ନତି…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 27 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 28 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 19 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 24 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 21 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 53 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।