ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ୍‌ ସର୍କୁଲାର ଜାରି

Spread the love

ଜେଏମଜେ ବ୍ୟୁରୋ : ପୋଲିସ SI ପରୀକ୍ଷା ମହାଘୋଟାଲାରେ ସମ୍ପୃକ୍ତ ଫେରାର ଅଭିଯୁକ୍ତଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ସୋମବାର ଲୁକ ଆଉଟ୍‌ ସର୍କୁଲାର ଜାରି କରିଛି।ଏପରିକି ସର୍କୁଲାର ଜାରି ପରେ ଶଙ୍କର ପୃଷ୍ଟି, ମୁନ୍ନା ମହାନ୍ତିଙ୍କ ସମେତ ୧୦ ଜଣଙ୍କ ଆକାଉଣ୍ଟକୁ ଫ୍ରିଜ କରିଛି କ୍ରାଇମବ୍ରାଞ୍ଚ। ଅନ୍ୟପକ୍ଷେ ୪ଟି ସ୍ପେଶାଲ ଟିମ୍‌ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଝାଡ଼ଖଣ୍ଡ ଓ ବିହାରରେ ଚଢ଼ାଉ କରିଥିବା ସୂଚନା ମିଳିଛି।

  • jmjnewso

    Related Posts

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    Spread the love

    Spread the love ବୁଗୁଡ଼ା,୨୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଅବକାରୀ ଥାନା ପକ୍ଷରୁ ଅଚାନକ ଚଢାଉ କରାଯାଇ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଚଢିଆପଲ୍ଲୀଠାରେ ଏକ ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ କରି ଜଣେ ଆସାମୀଙ୍କୁ ଗିରଫ…

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    Spread the love

    Spread the love ଭୁବନେଶ୍ୱର :ଜେଏମଜେ ନ୍ୟୁଜ : ରାତି ଅଧରେ ମହିଳା ସହକର୍ମୀଙ୍କ ଘରେ ପଶି ହଙ୍ଗାମା ଓ ଅସଦାଚରଣ କରିବା ମହଙ୍ଗା ପଡ଼ିଲା। ଗିରଫ ହେଲେ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳ। ତାଙ୍କୁ ଗିରଫ କରିଛି…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 34 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 34 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 35 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 44 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 47 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ