ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

Spread the love

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି (ସୋମବାର) ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ନଭେମ୍ବର ୧୧ରେ ଭୋଟ ହେବ । ୧୪ରେ ଫଳାଫଳ ଘୋଷଣା ହେବ।

ନୂଆପଡ଼ା ଉପ ନିର୍ବାଚନ ପାଇଁ ଉଭୟ ବିଜେଡି ଓ ଭାଜପାର ପ୍ରାର୍ଥୀ ଚୟନରେ ଦିନ ଗଡି ଚାଲିଥିବାବେଳେ କଂଗ୍ରେସ ଆଦିବାସୀ ନେତା ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିସାରିଛି। ବିଜେଡି ଓ ଭାଜପାରେ ପ୍ରାର୍ଥୀ ଚୟନରେ କନ୍ଦଳ ଲାଗି ରହିଥିବା ବେଳେ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇ ସାରିଛି।

ଜିଲ୍ଲାରେ ୭୦ ପ୍ରତିଶତ ଆସିବାସୀ ଶ୍ରେଣୀର ଲୋକ ବାସ କରୁଥିବା ବେଳେ ୧ ଲକ୍ଷ ୫ ହଜାର ଭୋଟ ରହିଛି। ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୫୩ ହଜାର ୬୨୪ ଖଣ୍ଡ ଭୋଟ ରହିଥିବା ବେଳେ ୬୦ ପ୍ରତିଶତ ଆଦିବାସୀ ଭୋଟ ରହିଛି।

  • jmjnewso

    Related Posts

    MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।

    Spread the love

    Spread the loveରାୟଗଡା :ଜେଏମଜେ ନ୍ୟୁଜ : କେନ୍ଦ୍ର ସରକାରଙ୍କ MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ। ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବିଶାଳ ପଦଯାତ୍ରା ଓ ସ୍ଥାନୀୟ ତେଜସ୍ଵୀନି ହୋଟେଲ ପଡ଼ିଆ ଠାରେ ପ୍ରତିବାଦ ସଭା। ୧୧…

    ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 34 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 34 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 35 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 44 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 47 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ