ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ୧୬ରେ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ.

Spread the love

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି ଏବଂ ଖାଲି ଘୋଷଣା ବାକି ରହିଛି। ୧୬ ତାରିଖରେ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ।ଆଗାମୀ ୧୬ ତାରିଖରେ ନୂଆପଡ଼ା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାର୍ଥୀପତ୍ର ଦାଖଲସମୟରେ ଉପସ୍ଥିତ ରହିବେ। ଆଜି ଏଭଳି ସୂଚନା ଦେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର।

ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ବିଜୟୀ ହେବେ। ବିଜେଡି ଏଯାଏ ପ୍ରାର୍ଥୀ ସ୍ଥିର କରିପାରିନାହିଁ। ତେଣେ କଂଗ୍ରେସକୁ ଲୋକେ ପସନ୍ଦ କରୁନାହାନ୍ତି। ଏଣୁ ବିଜେପି ଏଠାରେ ଜିତିବା ସୁନିଶ୍ଚିତ ବୋଲି କହିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର।

ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବହୁ ମନ୍ତ୍ରୀ ସାଂସଦ ଓ ବିଧାୟକ ବିଶାଳ ରାଲିରେ ଆସିବେ। ସେହି ଦିନ ଆୟୋଜିତ ହେବାକୁ ଥିବା ଏକ ବିଶାଳ ସମାବେଶରେ ୨୦୦୦ ରୁ ଅଧିକ କର୍ମୀ କଂଗ୍ରେସ ଓ ବିଜେଡି କର୍ମୀ ବିଜେପିରେ ସେହି ଦିନ ବିଧିବଦ୍ଧଭାବେ ବିଜେପିରେ ମିଶିବେ ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026