“ଆତ୍ମନିର୍ଭର ମହିଳା ଆମ ସୁବାହକ’ ଯୋଜନାରେ ମହିଳାଙ୍କୁ କାର୍ ଦେବେ ସରକାର

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଆତ୍ମନିର୍ଭର ମହିଳା ଆମ ସୁବାହକ’ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି | ଏନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି।ଏଥିରେ ୪ବର୍ଷରେ ୧୧୦୦ଜଣ ମହିଳାଙ୍କୁ କାର୍ କିଣି ଟ୍ୟାକ୍ସି ଭାବେ ବ୍ୟବହାର କରିବାକୁ ବ୍ୟାଙ୍କରୁ ଜଣଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇ ଦିଆଯିବା ଏହି ଋଣର କିସ୍ତି ମହିଳାମାନେ ୫ବର୍ଷରେ ସୁଝିବେ। ରାଜ୍ୟ ସରକାର ବାର୍ଷିକ ୧୧% ହାରରେ ସୁଧ ସୁଝିବେ |

ମନ୍ତ୍ରୀ କହିଛନ୍ତି, ବାଣିଜ୍ୟ ଓ ପରିବହନ ବିଭାଗର ଏହି ଯୋଜନାକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି| ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ୪ଟି ଡ୍ରାଇଭିଂ ତାଲିମ ଏବଂ ଗବେଷଣା ପ୍ରତିଷ୍ଠାନଗୁଡ଼ିକରେ ଏବେ ସୁଦ୍ଧା ୬୨୧୬ଜଣ ମହିଳା ଡ୍ରାଇଭିଂ ଟ୍ରେନିଂ ନେଇ ସାରିଥିବାବେଳେ ସେମାନଙ୍କୁ ଆତ୍ମନିର୍ଭର କରିବା ଉଦ୍ଦେଶ୍ୟରେ ଏହି ଯୋଜନା ଆରମ୍ଭ ହୋଇଛି।

  • jmjnewso

    Related Posts

    ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ…

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    Spread the love

    Spread the loveଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 35 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 37 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 37 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 44 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 47 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ